ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର/ପିଆଇବି):ଜୀବବିଜ୍ଞାନ ସଂସ୍ଥାନ ଓ ଆଞ୍ଚଳିକ ମେଡିକାଲ ଗବେଷଣା କେନ୍ଦ୍ର ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୨ ଏବଂ ୨୩ ଦୁଇ ଦିନ ଧରି ଭୁବନେଶ୍ୱରରରେ ଏକ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି। ବିଜ୍ଞାନ ଓ ପ୍ରଯୁକ୍ତି କ୍ଷେତ୍ରରେ ନୂତନ ଜ୍ଞାନ କୌଶଳ ଓ ଗବେଷଣାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ଏହି ପ୍ରଦର୍ଶନୀର ମୁଖ୍ୟ ଉଦ୍ଦେଶ୍ୟ।
ଏଥିରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଛାତ୍ରଛାତ୍ରୀମାନଙ୍କୁ ସ୍ୱତନ୍ତ୍ର ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିବାର ସୁଯୋଗ ମିଳିବ। ଏଥିସହିତ ସେମାନେ ସଂସ୍ଥାନର ବିଭିନ୍ନ ଲାବରୋଟେରୀ ବୁଲି ନୂତନ ଗବେଷଣା ସମ୍ପର୍କରେ ଜ୍ଞାନ ଲାଭ କରିପାରିବେ। ଯେଉଁ ସ୍କୁଲ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଚାହୁଁଛନ୍ତି ସେମାନେ scienceoutreach@ils.res.in ୱେବସାଇଟ୍ରେ ଆବେଦନ କରିପାରିବେ।
ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୫ ତାରିଖକୁ ଧାର୍ଯ୍ୟ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ନବୀନ ଶାସନରେ ଏମଓୟୁ ସ୍ୱାକ୍ଷର କରି ପ୍ରକଳ୍ପରୁ ଓହରି ଯାଇଛନ୍ତି ୧୩ ବୃହତ୍ ଶିଳ୍ପ କମ୍ପାନୀ
୧୩ଟି କମ୍ପାନୀ ଶିଳ୍ପ ସ୍ଥାପନ ପାଇଁ ରାଜ୍ୟ ସରକାରଙ୍କ ସହ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଛନ୍ତି ।
Politics
ବିଧାନସଭାରେ ‘ପୋଲାଭରମ’ଝଡ଼: ଆଇନମନ୍ତ୍ରୀଙ୍କ ଚେତାବନୀ, ସତ ଖୋଲିଦେଲେ ମୁହଁ ଦେଖାଇପାରିବନି
ପୋଲାଭରମ ପ୍ରକଳ୍ପ ସମ୍ପର୍କିତ ମୁଲତବୀ ଆଲୋଚନା ପ୍ରସ୍ତାବ ଅଗ୍ରାହ୍ୟ ହେବାକୁ ନେଇ କଂଗ୍ରେସ ସଦସ୍ୟମାନେ ଆଜି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ ।
Miscellaneous
ସରକାରୀ ଜମିରେ ଘର କରିଥିଲେ, ଚଢ଼ିଲା ବୁଲ୍ଡୋଜର
ଦାରିଙ୍ଗବାଡ଼ି ମାଜିଷ୍ଟ୍ରେଟ ଶରତ ଶବରଙ୍କ ଉପସ୍ଥିତିରେ ବୁଲ୍ଡୋଜର ସାହାଯ୍ୟରେ ଘର ଗୁଡିକୁ ଭଙ୍ଗି ଦିଆଯାଇଛି। ଜବରଦଖଲ ମୁକ୍ତ ହେବା ପରେ ଅଦାଲତଙ୍କୁ ସଂପୃକ୍ତ ଜମି ହସ୍ତାନ୍ତର କରାଯିବ ବୋଲି ତହସିଲଦାର କହିଛନ୍ତି।
Politics
ପ୍ରଫୁଲ ସାମଲଙ୍କୁ ମିଳିଲା ନୂଆ ଦାୟିତ୍ୱ
୨୦୨୪ରେ ଭଦ୍ରକ ଆସନରୁ ବିଧାନସଭା ନିର୍ବାଚନ ଲଢ଼ି ହାରିଥିଲେ ପ୍ରଫୁଲ୍ଲ ସାମଲ।
Miscellaneous
ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ପବ୍ଲିକ ଅଣ୍ଡରଟେକିଂ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
ଶ୍ରୀ ପଣ୍ଡା ଏହି କମିଟିର ଅଧ୍ୟକ୍ଷ ହେବା ପରେ ଏହା ତାଙ୍କର ପଞ୍ଚମ ବୈଠକ।