Advertisment

ସ୍କୁଲପିଲାଙ୍କ ପାଇଁ ସ୍ୱତନ୍ତ୍ର ବିଜ୍ଞାନ ପ୍ରଦର୍ଶନୀ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର/ପିଆଇବି):ଜୀବବିଜ୍ଞାନ ସଂସ୍ଥାନ ଓ ଆଞ୍ଚଳିକ ମେଡିକାଲ ଗବେଷଣା କେନ୍ଦ୍ର ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୨ ଏବଂ ୨୩ ଦୁଇ ଦିନ ଧରି ଭୁବନେଶ୍ୱରରରେ ଏକ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି।  ବିଜ୍ଞାନ ଓ ପ୍ରଯୁକ୍ତି କ୍ଷେତ୍ରରେ ନୂତନ ଜ୍ଞାନ କୌଶଳ ଓ ଗବେଷଣାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ଏହି ପ୍ରଦର୍ଶନୀର ମୁଖ୍ୟ ଉଦ୍ଦେଶ୍ୟ। ଏଥିରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଛାତ୍ରଛାତ୍ରୀମାନଙ୍କୁ ସ୍ୱତନ୍ତ୍ର ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିବାର […]

ସ୍କୁଲପିଲାଙ୍କ ପାଇଁ ସ୍ୱତନ୍ତ୍ର ବିଜ୍ଞାନ ପ୍ରଦର୍ଶନୀ: ଜାଣନ୍ତୁ କେମିତି କରିବେ ଆବେଦନ

Environment-model

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର/ପିଆଇବି):ଜୀବବିଜ୍ଞାନ ସଂସ୍ଥାନ ଓ ଆଞ୍ଚଳିକ ମେଡିକାଲ ଗବେଷଣା କେନ୍ଦ୍ର ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୨୨ ଏବଂ ୨୩ ଦୁଇ ଦିନ ଧରି ଭୁବନେଶ୍ୱରରରେ ଏକ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି।  ବିଜ୍ଞାନ ଓ ପ୍ରଯୁକ୍ତି କ୍ଷେତ୍ରରେ ନୂତନ ଜ୍ଞାନ କୌଶଳ ଓ ଗବେଷଣାକୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ଏହି ପ୍ରଦର୍ଶନୀର ମୁଖ୍ୟ ଉଦ୍ଦେଶ୍ୟ।

Advertisment

ଏଥିରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଛାତ୍ରଛାତ୍ରୀମାନଙ୍କୁ ସ୍ୱତନ୍ତ୍ର ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିବାର ସୁଯୋଗ ମିଳିବ। ଏଥିସହିତ ସେମାନେ ସଂସ୍ଥାନର ବିଭିନ୍ନ ଲାବରୋଟେରୀ ବୁଲି ନୂତନ ଗବେଷଣା ସମ୍ପର୍କରେ ଜ୍ଞାନ ଲାଭ କରିପାରିବେ। ଯେଉଁ ସ୍କୁଲ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଚାହୁଁଛନ୍ତି ସେମାନେ scienceoutreach@ils.res.in ୱେବସାଇଟ୍‌ରେ ଆବେଦନ କରିପାରିବେ।

ଆବେଦନର ଶେଷ ତାରିଖ ସେପ୍ଟେମ୍ବର ୫ ତାରିଖକୁ ଧାର୍ଯ୍ୟ କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe