ସେନାରେ ନିଯୁକ୍ତି ପାଇଁ ଆସିଥିବା ଓଡ଼ିଶା ପିଲାଙ୍କ ପାଇଁ ୨ଟି ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସେନାରେ ନିଯୁକ୍ତି ପାଇଁ ପରୀକ୍ଷା ଦେବାକୁ ଭୁବନେଶ୍ୱର ଆସିଥିବା ଓଡ଼ିଆ ପରୀକ୍ଷାର୍ଥୀଙ୍କ ପାଇଁ ଦୁଇଟି ସ୍ୱତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଗୋଟିଏ ଟ୍ରେନ ଭୁବନେଶ୍ୱରରୁ କୋରାପୁଟ ଓ ଅନ୍ୟଟି ପୁରୀରୁ ସମ୍ବଲପୁର ଅଭିମୁଖେ ଯାତ୍ରା କରିବ। କୋରାପୁଟ ଅଭିମୁଖେ ଯାଉଥିବା ଟ୍ରେନ୍‌ଟି ଆଜି ରାତି ୮ଟାରେ ଭୁବନେଶ୍ୱରରୁ ଛାଡ଼ିବ। ଉକ୍ତ ଟ୍ରେନ୍‌ଟି ବ୍ରହ୍ମପୁର, ବିଜୟନଗରମ, ରାୟଗଡ଼ା ଦେଇ କୋରାପୁଟ ଯିବ। ସେହିପରି ସମ୍ବଲପୁର ଅଭିମୁଖେ ଯିବାକୁ ଥିବା ଟ୍ରେନଟି ଆଜି ରାତି ୧୧ଟାରେ […]

new-train

new-train

Manoranjan Sial
  • Published: Wednesday, 16 October 2019
  • Updated: 16 October 2019, 06:32 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସେନାରେ ନିଯୁକ୍ତି ପାଇଁ ପରୀକ୍ଷା ଦେବାକୁ ଭୁବନେଶ୍ୱର ଆସିଥିବା ଓଡ଼ିଆ ପରୀକ୍ଷାର୍ଥୀଙ୍କ ପାଇଁ ଦୁଇଟି ସ୍ୱତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି। ଗୋଟିଏ ଟ୍ରେନ ଭୁବନେଶ୍ୱରରୁ କୋରାପୁଟ ଓ ଅନ୍ୟଟି ପୁରୀରୁ ସମ୍ବଲପୁର ଅଭିମୁଖେ ଯାତ୍ରା କରିବ। କୋରାପୁଟ ଅଭିମୁଖେ ଯାଉଥିବା ଟ୍ରେନ୍‌ଟି ଆଜି ରାତି ୮ଟାରେ ଭୁବନେଶ୍ୱରରୁ ଛାଡ଼ିବ। ଉକ୍ତ ଟ୍ରେନ୍‌ଟି ବ୍ରହ୍ମପୁର, ବିଜୟନଗରମ, ରାୟଗଡ଼ା ଦେଇ କୋରାପୁଟ ଯିବ।

ସେହିପରି ସମ୍ବଲପୁର ଅଭିମୁଖେ ଯିବାକୁ ଥିବା ଟ୍ରେନଟି ଆଜି ରାତି ୧୧ଟାରେ ପୁରୀରୁ ଛାଡ଼ିବ। ଉକ୍ତ ଟ୍ରେନ୍‌ଟି ଭୁବନେଶ୍ୱର, ଢେଙ୍କାନାଳ ଦେଇ ସମ୍ବଲପୁର ଯିବ। ଆଜି ଦିନକ ପାଇଁ ଏହି ଦୁଇ ସ୍ୱତନ୍ତ୍ର ଟ୍ରେନ୍‌ଟି ଗଡ଼ିବ।

ଖୋର୍ଦ୍ଧାରୋଡ଼-ଖଡ଼ଗପୁର ପାସେଞ୍ଜର ଆଜି ସଂଧ୍ୟା ସାଢ଼େ ୭ଟାରେ ଛାଡ଼ିବ। ଏନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story