ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍, ଘୋଷଣା ହେଲା ତାରିଖ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍‌ ବିମାନ। ଜାନୁଆରୀରୁ ୧୨ ତାରିଖରୁ ସ୍ପାଇସ୍‌ଜେଟ୍ ଏହି ସେବା ଆରମ୍ଭ କରିବ। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଶୁକ୍ରବାର ରାତିରେ ଟ୍ୱିଟ୍ କରି ବିଭାଗ ଏହି ଘୋଷଣା କରିଛି। ବିଭାଗ ପକ୍ଷରୁ ଟ୍ୱିଟ୍‌ରେ କୁହାଯାଇଛି ଯେ ଏହା ପଶ୍ଚିମ ଓଡ଼ିଶାର ଅର୍ଥନୀତି ସୁଦୃଢ଼ ହେବ। ତା’ସହିତ ଏହି ଅଞ୍ଚଳବାସୀଙ୍କ ସ୍ୱପ୍ନକୁ […]

spicejet

spicejet

Jitendra Garnayak
  • Published: Saturday, 02 January 2021
  • Updated: 02 January 2021, 08:42 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍‌ ବିମାନ। ଜାନୁଆରୀରୁ ୧୨ ତାରିଖରୁ ସ୍ପାଇସ୍‌ଜେଟ୍ ଏହି ସେବା ଆରମ୍ଭ କରିବ। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଶୁକ୍ରବାର ରାତିରେ ଟ୍ୱିଟ୍ କରି ବିଭାଗ ଏହି ଘୋଷଣା କରିଛି।

ବିଭାଗ ପକ୍ଷରୁ ଟ୍ୱିଟ୍‌ରେ କୁହାଯାଇଛି ଯେ ଏହା ପଶ୍ଚିମ ଓଡ଼ିଶାର ଅର୍ଥନୀତି ସୁଦୃଢ଼ ହେବ। ତା’ସହିତ ଏହି ଅଞ୍ଚଳବାସୀଙ୍କ ସ୍ୱପ୍ନକୁ ପୂରଣ କରିବ।

ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ଏହି ଘୋଷଣା କରାଯିବା ପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟରେ ଯୁଗ୍ମ ସଚିବ ଉଷା ପାଢ଼ୀ ମଧ୍ୟ ଏନେଇ ଟ୍ୱିଟ୍ କରିଥିଲେ। ସେ ଟ୍ୱିଟ୍‌ କରି ସ୍ପାଇସ୍‌ଜେଟ୍‌ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story