ଆଜି ଶ୍ରାବଣ ମାସ ପ୍ରଥମ ସୋମବାର; ଶୈବପୀଠରେ ଅସମ୍ଭବ ଭିଡ଼

ଆଠଗଡ଼(ନୀଳକଣ୍ଠ ଦୋରା): କରୋନା କଟକଣା ହେତୁ ଗତ ୨ ବର୍ଷ ହେବ ବୋଳବମ୍‌ ଯାତ୍ରା ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ମିଳିଛି ଗ୍ରୀନ୍‌ ସିଗନାଲ୍‌ । ଫଳରେ ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ ଦେଖିବାକୁ ମିଳୁଛି ଅସମ୍ଭବ ଭିଡ଼ । ହଜାର ହଜାର ବୋଲବମ୍ ଭକ୍ତ ଭୋଳା ବାବାଙ୍କୁ ଜଳ ଲାଗି କରୁଛନ୍ତି । ଲୋକନାଥଙ୍କଠୁ ଲିଙ୍ଗରାଜ, ଧବଳେଶ୍ୱରଙ୍କଠୁ ପଞ୍ଚଲିଙ୍ଗେଶ୍ୱର ରାଜ୍ୟର ସମସ୍ତ ଶୈବପୀଠରେ ହଜାର ହଜାର କାଉଡ଼ିଆଙ୍କ ଭିଡ଼ ଜମିଛି […]

image

image

Niharika Rout
  • Published: Monday, 18 July 2022
  • Updated: 18 July 2022, 01:24 PM IST

Sports

Latest News

ଆଠଗଡ଼(ନୀଳକଣ୍ଠ ଦୋରା): କରୋନା କଟକଣା ହେତୁ ଗତ ୨ ବର୍ଷ ହେବ ବୋଳବମ୍‌ ଯାତ୍ରା ବନ୍ଦ ରହିଥିବା ବେଳେ ଚଳିତ ବର୍ଷ ମିଳିଛି ଗ୍ରୀନ୍‌ ସିଗନାଲ୍‌ । ଫଳରେ ଆଜି ଶ୍ରାବଣ ମାସର ପ୍ରଥମ ସୋମବାରରେ ବିଭିନ୍ନ ଶୈବପୀଠରେ ଦେଖିବାକୁ ମିଳୁଛି ଅସମ୍ଭବ ଭିଡ଼ । ହଜାର ହଜାର ବୋଲବମ୍ ଭକ୍ତ ଭୋଳା ବାବାଙ୍କୁ ଜଳ ଲାଗି କରୁଛନ୍ତି ।

ଲୋକନାଥଙ୍କଠୁ ଲିଙ୍ଗରାଜ, ଧବଳେଶ୍ୱରଙ୍କଠୁ ପଞ୍ଚଲିଙ୍ଗେଶ୍ୱର ରାଜ୍ୟର ସମସ୍ତ ଶୈବପୀଠରେ ହଜାର ହଜାର କାଉଡ଼ିଆଙ୍କ ଭିଡ଼ ଜମିଛି । ଏଥର ଧବଳେଶ୍ୱର ପୀଠକୁ ବାହୁଙ୍ଗି ମନା ହୋଇଥିବାରୁ  କେବଳ କଳସ ଧରି ଝୁଲାପୋଲ ଦେଇ ମନ୍ଦିର ଭିତରକୁ ଯାଉଛନ୍ତି ଶ୍ରଦ୍ଧାଳୁ । ଧବଳେଶ୍ୱର ପୀଠକୁ ଜଳଲାଗି କରିବାକୁ ଯାଉଥିବା କାଉଡ଼ିଆଙ୍କୁ ଝୁଲା ପୋଲ ପୂର୍ବରୁ ବାହୁଙ୍ଗି ରଖିବାକୁ କୁହାଯାଇଛି। ସେଠାରେ ବାହୁଙ୍ଗି ରଖି ସେମାନେ କଳସ ଓ ଭୋଗ ଧରି ମନ୍ଦିର ଭିତରକୁ ଆସିବେ। ସେଠାରେ ପ୍ରଭୁଙ୍କ ନିକଟରେ ଜଳ ଲାଗି କରିବେ ବୋଲି ଆଠଗଡ଼ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା।

[caption id="attachment_749899" align="aligncenter" width="1550"]puja ଧବଳେଶ୍ୱର ପୀଠରେ କାଉଡ଼ିଆମାନେ ପୂଜାର୍ଚ୍ଚନା କରୁଛନ୍ତି ।[/caption]

ଶୈବପୀଠକୁ ଆସୁଥିବା  କାଉଡ଼ିଆମାନେ ଶୃଙ୍ଖଳିତ ଭାବେ ଜଳ ଲାଗି କରିବା ସହ ଦର୍ଶନ ସୁରୁଖୁରୁରେ କରିବା ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story