ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ଲାଗି ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ SRC। ଏନେଇ SRCଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ବିଡିଓ ଓ ତହସିଲଦାର, ଜଳସେଚନ ଓ ଡ୍ରେନେଜ୍ ବିଭାଗର ଯନ୍ତ୍ରୀଙ୍କୁ ସଜାଗ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବନ୍ୟା ଓ ଭୂସ୍ଖଳନ ନେଇ ସତର୍କ ରହିବାକୁ ପରାମର୍ଶ ମଧ୍ୟ ଦିଆଯାଇଛି। ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ […]

rain

rain

Tapas Behera
  • Published: Sunday, 23 August 2020
  • Updated: 23 August 2020, 05:55 PM IST

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ଲାଗି ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ SRC। ଏନେଇ SRCଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ବିଡିଓ ଓ ତହସିଲଦାର, ଜଳସେଚନ ଓ ଡ୍ରେନେଜ୍ ବିଭାଗର ଯନ୍ତ୍ରୀଙ୍କୁ ସଜାଗ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବନ୍ୟା ଓ ଭୂସ୍ଖଳନ ନେଇ ସତର୍କ ରହିବାକୁ ପରାମର୍ଶ ମଧ୍ୟ ଦିଆଯାଇଛି।

ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟର ୧୨ ଜିଲ୍ଲାର ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡିକ ହେଲା ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, କନ୍ଧମାଳ , ବୌଦ୍ଧ, କେନ୍ଦୁଝର ଓ ମୟୂରଭଞ୍ଜ । ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story