ବାତ୍ୟା ମୁକାବିଲା ପାଇଁ ସଜାଗ ରହିବାକୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଥିବା ବାତ୍ୟା ପାଇଁ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି। ଅରେଂଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଲେ। ଜଳ ବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କସୂଚନା ଜାରି କରିଛନ୍ତି। ଅହୋରାତ୍ର କଣ୍ଟ୍ରୋଲ ରୁମ୍‌ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି […]

Cyclone.jpg

Cyclone.jpg

Manoranjan Sial
  • Published: Tuesday, 30 November 2021
  • Updated: 30 November 2021, 08:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସୁଥିବା ବାତ୍ୟା ପାଇଁ ଜିଲ୍ଲାପାଳମାନଙ୍କୁ ସଜାଗ କଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି)। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି। ଅରେଂଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ କହିଲେ। ଜଳ ବନ୍ଦୀ, ବନ୍ୟା ଭଳି ସ୍ଥିତି ଓ ଭୂସ୍ଖଳନ ହେବା ନେଇ ସତର୍କସୂଚନା ଜାରି କରିଛନ୍ତି। ଅହୋରାତ୍ର କଣ୍ଟ୍ରୋଲ ରୁମ୍‌ ଚାଲୁ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ଦିଆଯାଇଥିବା ପରାମର୍ଶ କଡ଼ାକଡ଼ି ପାଳନ ନିର୍ଦ୍ଦେଶ ଦେଲେ ଏସ୍‌ଆର୍‌ସି।

ଏସ୍‌ଆରସିଙ୍କ କହିବା ଅନୁସାରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ କହିଛି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୩  ତାରିଖରେ ଗଜପତି, ଗଂଜାମ, ପୁରୀ, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ ତାରିଖରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗଜପତି, ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଗଂଜାମ, ପୁରୀ ଓ ଜଗତସିଂହପୁରର କେତେକ ଜାଗାରେ ଅତି ପ୍ରବଳ ବର୍ଷିପାରେ। ୫ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଏସ୍‌ଆରସି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story