ପୁରୀ: ଶ୍ରୀ ବିଗ୍ରହଙ୍କ ବ୍ରହ୍ମ ବିଭ୍ରାଟ ପ୍ରସଙ୍ଗରେ ଗୁରୁବାର ତିନିଜଣ ଦଇତାପତିଙ୍କ ବୟାନ ରେକର୍ଡ କରିଛି ଶ୍ରୀ ମନ୍ଦିର ପ୍ରଶାସନ। ଶ୍ରୀମନ୍ଦିର ପ୍ରଶାସକ ସୁରେଶ ମହାପାତ୍ର ଆଜି ବରିଷ୍ଠ ଦଇତାପତି କୃଷ୍ଣଚନ୍ଦ୍ର ଦାସମହାପାତ୍ର,ନବକିଶୋର ଦାସ ମହାପାତ୍ର ଓ ବିଶ୍ୱନାଥ ଦାସ ମହାପାତ୍ରଙ୍କ ବୟାନ ରେକର୍ଡ କରିଛନ୍ତି। ଏହାସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଉଳକରଣ ଓ ତଢଉକରଣଙ୍କୁ ନୋଟିସ ଜାରି କରାଯାଇଛି। ଶୁକ୍ରବାର ଏହିମାନେ ବ୍ରହ୍ମ ପରିବର୍ତ୍ତନ ବିଭ୍ରାଟ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନଙ୍କ ନିକଟରେ ହଜାର ହେବେ। ଯଦି ଏହି ନୋଟିସଙ୍କୁ ଅବମାନନା କରାଯାଏ ତେବେ ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଜଣାପଡିଛି।
ଅନ୍ୟପକ୍ଷରେ ଏହି ବିବାଦରେ ନିଲମ୍ବିତ ହୋଇଥିବା ଦୁଇଜଣ ଦଇତାପତି କଶୀନାଥ ଓ ଜୟକୃଷ୍ଣ ଦାସମାହାପାତ୍ରଙ୍କୁ ପୁଣିଥରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଛି। ଗଣମଧ୍ୟାମରେ ବିଭିନ୍ନ ପ୍ରସଙ୍ଗରେ ଦେଇଥିବା ବିଭ୍ରାନ୍ତିକର ବୟାନ ପାଇଁ ନୋଟିସ ଜାରିହୋଇଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।