ପୁରୀ:(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସେବାୟତଙ୍କୁ ମାଗଣା କୋଭିଡ ଟିକା ଦେବାକୁ ଅନୁରୋଧ। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଚିଠି ଲେଖି ଅନୁରୋଧ କଲା ଶ୍ରୀମନ୍ଦିର ପ୍ରଶାସନ। ଶ୍ରୀମନ୍ଦର ସେବାୟତ ଓ ତାଙ୍କ ପରିବାରକୁ ଟିକା ଦେବା ପାଇଁ ଅନୁରୋଧ କରାଯାଇଛି।
ବିନା କୋଭିଡ ରିପୋର୍ଟରେ ହଜାର ହଜାର ଶ୍ରଦ୍ଧାଳୁ ଆସୁଥିବାରୁ କୋଭିଡ୍ ସଂକ୍ରମଣ ନେଇ ଆଶଙ୍କା ରହିଛି। ସେବାୟତଙ୍କ ସମେତ ୫୦୦ କର୍ମଚାରୀଙ୍କୁ ମଧ୍ୟ ଟିକା ଦେବାକୁ ଅନୁରୋଧ କରାଯାଇଛି।
ମହାପ୍ରଭୁଙ୍କ ଦର୍ଶନ ଲାଗି ଆଜିଠାରୁ ଆଉ ଆବଶ୍ୟକ ନାହିଁ କୋଭିଡ ନେଗେଟିଭ୍ ରିପୋର୍ଟ । ଦୀର୍ଘ ୯ ମାସ ଧରି କାଳିଆ ସାଆନ୍ତକୁ ଟିକେ ଦେଖିବାକୁ ଛଟପଟ ହେଉଥିବା ଭକ୍ତ ଆଜି ନିର୍ବିଘ୍ନରେ କରିଛନ୍ତି ପ୍ରଭୁଙ୍କ ଦର୍ଶନ । ତେଣୁ ଶ୍ରୀମନ୍ଦିରରେ ଭିଡ଼ ବଢ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।