ସିରିଡିସାଇ ଇଷ୍ଟେଟ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଚିଟ୍‌ଫଣ୍ଡ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ହେବ

କଟକ: ସିରିଡିସାଇ ଇଷ୍ଟେଟ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଚିଟ୍‌ଫଣ୍ଡ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ହେବ। ଏହି ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ। ସଂସ୍ଥା ନାମରେ ଥିବା ୨୬ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଏବଂ ଦୁଇଟି ମୂଲ୍ୟବାନ ଗାଡ଼ି(ଫୋର୍ଡ ଏନ୍‌ଡିଏଭର ଏସ୍‌ୟୁଭି, ଫୋର୍ଡ ଫିଏଷ୍ଟା)କୁ ସର୍ବ ସାଧାରଣରେ ନିଲାମ କରାଯିବ। ଏହି ନିଲାମରୁ ପ୍ରାପ୍ତ ଅର୍ଥକୁ କ୍ଷତିଗ୍ରସ୍ତ ଜମାକାରୀଙ୍କ ମଧ୍ୟରେ ବାଣ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସିରିଡିସାଇ ଇଷ୍ଟେଟ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଚିଟ୍‌ଫଣ୍ଡ […]

chitfund

chitfund

Rakesh Mallick
  • Published: Wednesday, 23 November 2016
  • Updated: 23 November 2016, 06:20 PM IST

Sports

Latest News

କଟକ: ସିରିଡିସାଇ ଇଷ୍ଟେଟ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଚିଟ୍‌ଫଣ୍ଡ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ହେବ। ଏହି ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ। ସଂସ୍ଥା ନାମରେ ଥିବା ୨୬ ଲକ୍ଷ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଏବଂ ଦୁଇଟି ମୂଲ୍ୟବାନ ଗାଡ଼ି(ଫୋର୍ଡ ଏନ୍‌ଡିଏଭର ଏସ୍‌ୟୁଭି, ଫୋର୍ଡ ଫିଏଷ୍ଟା)କୁ ସର୍ବ ସାଧାରଣରେ ନିଲାମ କରାଯିବ। ଏହି ନିଲାମରୁ ପ୍ରାପ୍ତ ଅର୍ଥକୁ କ୍ଷତିଗ୍ରସ୍ତ ଜମାକାରୀଙ୍କ ମଧ୍ୟରେ ବାଣ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସିରିଡିସାଇ ଇଷ୍ଟେଟ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଚିଟ୍‌ଫଣ୍ଡ ସଂସ୍ଥା ବାଲେଶ୍ୱର ଜିଲ୍ଲା ସୋରରେ ଶାଖା ଖୋଲି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିଲା। ଏହି ମାମଲାକୁ ଅଦାଲତ ବିଚାର କରି ଉପରୋକ୍ତ ରାୟ ଶୁଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos