ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦାଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଆଜି ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିସନ୍ ହସ୍ପିଟାଲରେ ଆଜି ସକାଳ ୯.୪୦ ମିନିଟରେ ଶ୍ରୀଶ୍ରୀଦାଦାଙ୍କର ୮୯ ବର୍ଷ ବୟସରେ ପରଲୋକ ହୋଇଛି। ଗୁରୁବାର ଡାକ୍ତରଖାନା ପକ୍ଷରୁ ଶ୍ରୀଶ୍ରୀଦାଦାଙ୍କର ବିୟୋଗ ସଂକ୍ରାନ୍ତରେ ସୂଚନା ଦିଆଯାଇଛି। ଗତ କିଛିଦିନ ଧରି ଶ୍ରୀଶ୍ରୀଦାଦା ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ମିସନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ଭାରତ ଓ ବିଦେଶରେ ଥିବା […]

sri-sri-dada

sri-sri-dada

Ordigital Desk
  • Published: Thursday, 16 December 2021
  • Updated: 16 December 2021, 07:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ସତସଙ୍ଗ’ର ଆଚାର୍ଯ୍ୟଦେବ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ଆଜି ମହାପ୍ରୟାଣ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିସନ୍ ହସ୍ପିଟାଲରେ ଆଜି ସକାଳ ୯.୪୦ ମିନିଟରେ ଶ୍ରୀଶ୍ରୀଦାଦାଙ୍କର ୮୯ ବର୍ଷ ବୟସରେ ପରଲୋକ ହୋଇଛି। ଗୁରୁବାର ଡାକ୍ତରଖାନା ପକ୍ଷରୁ ଶ୍ରୀଶ୍ରୀଦାଦାଙ୍କର ବିୟୋଗ ସଂକ୍ରାନ୍ତରେ ସୂଚନା ଦିଆଯାଇଛି।

ଗତ କିଛିଦିନ ଧରି ଶ୍ରୀଶ୍ରୀଦାଦା ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ମିସନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ଭାରତ ଓ ବିଦେଶରେ ଥିବା କୋଟିକୋଟି ସତସଙ୍ଗୀ ଅଭିଭାବକହୀନ ହୋଇପଡ଼ିବା ସହ ଦେଶର ଆଧ୍ୟାତ୍ମିକ ପରିସରରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ବୈଦିକ ବିଧିମତେ ଆଚାର୍ଯ୍ୟଦେବଙ୍କର ଶେଷକୃତ୍ୟ ଦକ୍ଷିଣ ଦୁର୍ଗାପୁରସ୍ଥିତ ସତସଙ୍ଗ ବିହାର ପରିସରରେ ସଂପନ୍ନ୍ ହୋଇଛି।

ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ପୌତ୍ର ଶ୍ରୀଶ୍ରୀଦାଦା (ଅଶୋକ ଚକ୍ରବର୍ତ୍ତୀ) ଶ୍ରୀଶ୍ରୀଠାକୁରଙ୍କର ଭାବାଦର୍ଶ ଓ ‘ସତସଙ୍ଗ’ ଆନ୍ଦୋଳନର ବିସ୍ତାରରେ ନିଜକୁ ବ୍ରତୀ କରିଥିଲେ। ୧୯୩୩ ମସିହା ଅକ୍ଟୋବର ୨୧ ତାରିଖରେ ସେ ଅଧୁନା ବାଂଲାଦେଶର ହିମାୟିତପୁରଠାରେ ଜନ୍ମଗ୍ରହଣ କରିଥିଲେ। ଶ୍ରୀଶ୍ରୀଠାକୁରଙ୍କର ଜ୍ୟୋଷ୍ଠାତ୍ମଜ ପୂଜ୍ୟପାଦ ଶ୍ରୀଶ୍ରୀବଡ଼ଦାଙ୍କର ଜ୍ୟେଷ୍ଠପୁତ୍ର ଶ୍ରୀଶ୍ରୀଦାଦା ୧୯୯୪ ମସିହାରେ ‘ସତସଙ୍ଗ’ର ଆଚାର୍ଯ୍ୟଦେବ ଭାବେ ଅଭିଷିକ୍ତ ହେବାପରେ ତାଙ୍କର ଅଭିଭାବକତ୍ୱ ଓ ନେତୃତ୍ୱରେ କାୟାବିସ୍ତାର କରିଥିଲା ସତସଙ୍ଗ।

ପ୍ରତିଟି ମଣିଷକୁ ସୁଖ-ଶାନ୍ତି-ଆନନ୍ଦରେ ବଞ୍ଚିବାର ସୂତ୍ର ଧରାଇବା ଲାଗି ତା’ର ଦ୍ୱାରରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଥିଲେ ସେ। ତାଙ୍କର ଐଶୀ ପ୍ରେରଣା ଓ ଆଶୀର୍ବାଦକୁ ପାଥେୟ କରି ‘ସତସଙ୍ଗ’ର ପ୍ରତିଟି କର୍ମୀ ସକ୍ରିୟ ହୋଇ ଉଠିଥିଲେ ଏବଂ ନିଜର ସାମର୍ଥ୍ୟକୁ ବୃଦ୍ଧି କରି ଜାତି-ବର୍ଣ୍ଣ-ସଂପ୍ରଦାୟ-ନିର୍ବିଶେଷରେ କୋଟିକୋଟି ଆଗ୍ରହୀ ମଣିଷଙ୍କୁ ସତ୍ନାମରେ ଅଭିମନ୍ତ୍ରିତ କରିଥିଲେ। ସମାଜର ସବୁବର୍ଗର ମଣିଷ ଶ୍ରୀଶ୍ରୀଠାକୁରଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଚାର୍ଯ୍ୟଦେବଙ୍କ ମାର୍ଗଦର୍ଶନ ମାଧ୍ୟମରେ ସର୍ବସମସ୍ୟାର ସମାଧାନ ପାଇପାରୁଥିଲେ। ଶ୍ରୀଶ୍ରୀଦାଦାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story