ଭୁବନେଶ୍ୱର: ଶ୍ରୀଜନ୍ନନାଥଙ୍କ ଦାରୁ ଦେବତାଙ୍କ ଦିବ୍ୟଲୀଳା ପାଇଁ ଉତ୍ସବମୁଖର ଜଗତ୍ସିଂହପୁରର ଖରିପଡ଼ିଆ।ସଂକୀର୍ତ୍ତନ ଓ ଭକ୍ତଙ୍କ ସମାବେଶରେ ରଘୁନାଥପୁର ଖରିପଡ଼ିଆରେ ଜଗନ୍ନାଥ ମୟ ପରିବେଶ। ଶ୍ରୀଜଗନ୍ନାଥଙ୍କ ଦାରୁଙ୍କୁ ଚଉପଟ କରାଯାଉଛି।ବିଶ୍ୱକର୍ମା ମହାରଣାମାନେ ବ୍ୟସ୍ତ ଚଉପଟ କାମରେ। ଶ୍ରୀଜଗନ୍ନାଥଙ୍କ ବିଗ୍ରହ ନିର୍ମାଣ ପାଇଁ ଦାରୁଙ୍କୁ ଚଉପଟ କରାଯିବା ସହିତ ବୃକ୍ଷର ବଳକା ଅଂଶକୁ କାଟି ପାତାଳି କରାଯାଉଛି। ଏପଟେ ଚାଲିଛି ଶଗଡ଼ି ନିର୍ମାଣ କାମ। ଚଉପଟ ଓ ଶଗଡ଼ି ନିର୍ମାଣ ପରେ ଶ୍ରୀମନ୍ଦିର ଯାତ୍ରା କରିବେ ଦାରୁ। ମହରଣା ସେବାୟତ ମାନେ ବ୍ୟସ୍ତ ଶଗଡ଼ି ନିର୍ମାଣରେ ଅଛନ୍ତି ବୋଲି ତାଳଧ୍ୱଜ ରଥର ମୁଖ୍ୟ ମହାରଣା ନରସିଂହ ମହାପାତ୍ର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।