ପୁରୀ: ଜଗମୋହନ ମରାମତି ଲାଗି ରତ୍ନବେଦୀରୁ ଶ୍ରୀଜିଉଙ୍କ ସ୍ଥାନାନ୍ତର ପ୍ରସଙ୍ଗରେ ବସିଥିବା ଛତିଶ ନିଯୋଗର ବୈଠକରେ କୌଣସି ଚୁଡ଼ାନ୍ତ ନିଷ୍ପତ୍ତି ହୋଇପାରିନାହିଁ। ଗତକାଲି ସନ୍ଧ୍ୟାରେ ଏହି ବୈଠକ ବସିଥିଲା। ଆସନ୍ତା ୨୧ ତାରିଖରେ ଭୁବନେଶ୍ୱରରେ ବୈଷୟିକ କମିଟିର ଏକ ବୈଠକ ବସିବ। ଆଲୋଚନା ପରେ ଯାହା ସମ୍ପୂର୍ଣ୍ଣ ରିପୋର୍ଟ ଆସିବ ସେ ସମ୍ପର୍କରେ ଛତିଶା ନିଯୋଗକୁ ଅବଗତ କରାଯିବ। ଏହାପରେ ପୁଣି ନିଯୋଗ ସହ ଆଲୋଚନା କରି କାମ ଆରମ୍ଭ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି। ବୈଠକ ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର ହେବ ବୋଲି ପ୍ରତ୍ନତତ୍ତ୍ୱ ବିଭାଗ ଅଧିକାରୀ କହିଛନ୍ତି। ଅପରପକ୍ଷରେ ଶ୍ରୀଜିଉଙ୍କ ସ୍ଥାନାନ୍ତର ବିକଳ୍ପ ନାହିଁ ବୋଲି ଛତିଶା ନିଯୋଗ ତରଫରୁ କୁହାଯାଇଛି। ଏହି ପ୍ରସଙ୍ଗରେ ୫ ଜଣଙ୍କୁ ନେଇ ଏକ କମିଟି ଗଠନ କରାଯିବ ବୋଲି ନିଯୋଗ ପକ୍ଷରୁ କୁହାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।