ଶ୍ରୀକାନ୍ତ ଜେନା ଓ କୃଷ୍ଣ ସଗରିଆ କଂଗ୍ରେସରୁ ବହିଷ୍କୃତ

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଓ କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟାନୁଷ୍ଠାନ ଉପରେ ଏଆଇସିସିର ମୋହର ଲାଗିଥିବା ପିସିସି ଶୃଙ୍ଖଳା କମିଟି ଆବାହକ ଅନନ୍ତ ସେଠୀ କହିଛନ୍ତି। </p> <p>ଆସନ୍ତା ୨୫ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଆସୁଛନ୍ତି। ଏହା ପୂର୍ବରୁ ଝାରସୁଗୁଡ଼ା ବିଧାୟକ ନବ ଦାସ ବିଜେଡିରେ ଯୋଗ ଦେବେ ବୋଲି ମୁହଁ ଖୋଲିବା ପରେ ତାଙ୍କୁ ଦଳରୁ ନିଲମ୍ୱିତ କରାଯାଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଥିବାରୁ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂହଙ୍କୁ ଦଳର ନିଲମ୍ୱିତ କରାଯାଇଥିଲା। </p>

Ordigital Desk
  • Published: Saturday, 19 January 2019
  • Updated: 19 January 2019, 11:17 PM IST

Sports

Latest News

<p>ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଓ କୋରାପୁଟର ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କୁ କଂଗ୍ରେସରୁ ବହିଷ୍କୃତ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟାନୁଷ୍ଠାନ ଉପରେ ଏଆଇସିସିର ମୋହର ଲାଗିଥିବା ପିସିସି ଶୃଙ୍ଖଳା କମିଟି ଆବାହକ ଅନନ୍ତ ସେଠୀ କହିଛନ୍ତି। </p><p>ଆସନ୍ତା ୨୫ ତାରିଖରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓଡ଼ିଶା ଆସୁଛନ୍ତି। ଏହା ପୂର୍ବରୁ ଝାରସୁଗୁଡ଼ା ବିଧାୟକ ନବ ଦାସ ବିଜେଡିରେ ଯୋଗ ଦେବେ ବୋଲି ମୁହଁ ଖୋଲିବା ପରେ ତାଙ୍କୁ ଦଳରୁ ନିଲମ୍ୱିତ କରାଯାଇଥିଲା। ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶଂସା କରିଥିବାରୁ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂହଙ୍କୁ ଦଳର ନିଲମ୍ୱିତ କରାଯାଇଥିଲା। </p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos