ସଭାସ୍ଥଳରେ ଭାଷଣ ଦେବା ସମୟରେ କାନ୍ଦି ପକାଇଲେ ପୂର୍ବତନ ଶ୍ରମମନ୍ତ୍ରୀ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ। ବାଦ ବିବାଦରେ ଛନ୍ଦି ହୋଇପଡ଼ିଥିବା ଶ୍ରୀକାନ୍ତ ନିକଟରେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। କେବଳ ସେତିକି ନୁହେଁ ନିଜ ଦଳର ଜଣେ ନେତ୍ରୀ, ତାଙ୍କ ବିରୋଧରେ ଥାନାର ଦ୍ୱାରସ୍ଥ ହୋଇଥିଲେ। ମନ୍ତ୍ରୀପଦ ଯିବା ପରେ ନିଜ ନିର୍ବାଚନମଣ୍ଡଳୀରେ ଶକ୍ତିପ୍ରଦର୍ଶନ କରିଛନ୍ତି ବିଧାୟକ। ଚର୍ଚ୍ଚା ହେଉଛି କି, ୨୦୨୪ ସାଧାରଣ ନିର୍ବାଚନରେ ଦଳୀୟ ଟିକେଟରୁ ବାଦ ପଡ଼ିପାରନ୍ତି ଶ୍ରୀକାନ୍ତ। ତେଣୁ ତା ପୂର୍ବରୁ ସଭା ସମିତି ଜରିଆରେ ସିମ୍ପାଥି ସାଉଁଟିବାକୁ ଚେଷ୍ଟା କରୁଛନ୍ତି ଶ୍ରୀକାନ୍ତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।