ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନଭୋଜି ବେଶ

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ଭାଦ୍ରବ ମାସ କୃଷ୍ଣପକ୍ଷ ଦଶମୀ ତିଥିରେ ଏହି ବେଶ କରାଯାଇଥାଏ। ବନଭୋଜି ବେଶରେ ଶ୍ରୀଭୂଜ ଏବଂ ଶ୍ରୀପୟର ପରିଧାନ କରି ଶ୍ରୀଜିଉ ବିଭିନ୍ନ ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି। ଏହି ବେଶରେ ରତ୍ନସିଂହାସନ ଉପରେ ଦୁଇଟି ଲେଖାଏଁ କାଠରେ ନିର୍ମିତ ଗାଇ ବାଛୁରୀ ଦଣ୍ଡାୟ ମାନ ଅବସ୍ଥାରେ ରହିଥାନ୍ତି। ଏହି ବେଶ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କର ସମାଗମ ହୋଇଥାଏ।

vlcsnap-2015-09-07-08h40m51s840

vlcsnap-2015-09-07-08h40m51s840

Rakesh Mallick
  • Published: Monday, 07 September 2015
  • Updated: 07 September 2015, 03:26 AM IST

Sports

Latest News

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ଭାଦ୍ରବ ମାସ କୃଷ୍ଣପକ୍ଷ ଦଶମୀ ତିଥିରେ ଏହି ବେଶ କରାଯାଇଥାଏ। ବନଭୋଜି ବେଶରେ ଶ୍ରୀଭୂଜ ଏବଂ ଶ୍ରୀପୟର ପରିଧାନ କରି ଶ୍ରୀଜିଉ ବିଭିନ୍ନ ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି। ଏହି ବେଶରେ ରତ୍ନସିଂହାସନ ଉପରେ ଦୁଇଟି ଲେଖାଏଁ କାଠରେ ନିର୍ମିତ ଗାଇ ବାଛୁରୀ ଦଣ୍ଡାୟ ମାନ ଅବସ୍ଥାରେ ରହିଥାନ୍ତି। ଏହି ବେଶ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କର ସମାଗମ ହୋଇଥାଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos