ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିତ୍ଲି ପ୍ରଭାବରେ ହୋଇଥିବା ବର୍ଷା ଏବଂ ପରେ ଭୟଙ୍କର ବନ୍ୟା ପରିସ୍ଥିତି ଗଞ୍ଜାମ ଓ ଗଜପତି ଜିଲ୍ଲାବାସୀଙ୍କ ମେରୁଦଣ୍ଡ ଭାଙ୍ଗି ଦେଇଛି। ବର୍ଷା ବିତ୍ପାତ ଯୋଗୁ ଉଭୟ ଜିଲ୍ଲାରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି। ଏବେ ବି ୩ ଜଣ ନିଖୋଜ ଅଛନ୍ତି। ଏପରି ଅଭିଯୋଗ ଆଣିଛି ରାଜ୍ୟ ବିଜେପି।
ଆଜି ଏକ ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ ଏପରି ଅଭିଯୋଗ ଆଣିଛି। ଏହାସହ ଏସ୍ଆରସି ଓ ବନ୍ୟା ପ୍ରଭାବିତ ଅଞ୍ଚଳର ଜିଲ୍ଲାପାଳଙ୍କ ବହିଷ୍କାର ଦାବି କରିଛି ଦଳ।
ବାରମ୍ବାର ପାଣିପାଗ ବିଭାଗର ପୂର୍ବାନୁମାନ ପରେ ମଧ୍ୟ ରାଜ୍ୟ ସରକାର ଏହାକୁ ଖାମଖିଆଲି ଭାବେ ଗ୍ରହଣ କରିଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଦଳ ଅଭିଯୋଗ କରିଛି।
ସେହିପରି ପଥର ଧସି ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାର ପାଖରେ ଏପର୍ଯ୍ୟନ୍ତ ରନ୍ଧା ଖାଦ୍ୟ, ପିଇବା ପାଣି, ବିଦ୍ୟୁତ୍ ପହଞ୍ଚି ପାରିନାହିଁ। ଯାହା ରାଜ୍ୟ ସରକାରଙ୍କ ସମ୍ବେଦନହୀନତାର ପରିଚୟ ଦେଉଥିବା ବୋଲି ବିଜେପି କହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।