୫ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ରାଜନୀତିକ, ସାମାଜିକ ଓ ସାଂଗଠନିକ ପ୍ରସଙ୍ଗକୁ ନେଇ ଆସନ୍ତା ସେପ୍ଟେମ୍ବର ୫ତାରିଖରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। କୋଭିଡ୍ କଟକଣା ଯୋଗୁ ଏହି ବୈଠକ ଡିଜିଟାଲ ପ୍ଲାଟଫର୍ମରେ ହେବ ଓ ଏଥିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ, ଦଳର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂ ପ୍ରମୁଖ ଯୋଗ ଦେବେ ବୋଲି ଜଣାପଡ଼ିଛି। ରାଜ୍ୟ ବିଜେପି […]

J P NADDA

J P NADDA

Tapas Behera
  • Published: Friday, 28 August 2020
  • Updated: 28 August 2020, 07:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ରାଜନୀତିକ, ସାମାଜିକ ଓ ସାଂଗଠନିକ ପ୍ରସଙ୍ଗକୁ ନେଇ ଆସନ୍ତା ସେପ୍ଟେମ୍ବର ୫ତାରିଖରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। କୋଭିଡ୍ କଟକଣା ଯୋଗୁ ଏହି ବୈଠକ ଡିଜିଟାଲ ପ୍ଲାଟଫର୍ମରେ ହେବ ଓ ଏଥିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଦୁଇ ଓଡ଼ିଆ କେନ୍ଦ୍ରମନ୍ତ୍ରୀ, ଦଳର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂ ପ୍ରମୁଖ ଯୋଗ ଦେବେ ବୋଲି ଜଣାପଡ଼ିଛି।

ରାଜ୍ୟ ବିଜେପି ପକ୍ଷରୁ ଜାରି ସୂଚନା ଅନୁସାରେ, ଆସନ୍ତା ସେପ୍ଟେମ୍ବର ୫ ତାରିଖରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ।  କୋଭିଡ୍ -୧୯ କଟକଣା ଓ ନିୟମକୁ ପାଳନ କରାଯାଇ ଭର୍ଚୁଆଲ ମିଟିଂ ମାଧ୍ୟମରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଏହି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକ ସମ୍ପର୍କରେ ପୂର୍ବପ୍ରସ୍ତୁତି ଓ ଆଲୋଚନା ନିମନ୍ତେ ଗତକାଲି ଦଳର ରାଜ୍ୟ ପଦାଧିକାରୀମାନଙ୍କ ଏକ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ପ୍ରବାସୀ ଶ୍ରମିକ ସମସ୍ୟା, ବିଭିନ୍ନ ଦୁର୍ନୀତି, ବନ୍ୟା ପରିସ୍ଥିତି, କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ହୋଇ ପ୍ରସ୍ତାବ ଗୃହୀତ ହୋଇଛି। ଏସବୁ ପ୍ରସଙ୍ଗରେ ରାଜ୍ୟ କାର୍ଯ୍ୟକାରିଣୀରେ ବିସ୍ତୃତ ଆଲୋଚନା ହେବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ।

୫ତାରିଖରେ ହେବାକୁ ଥିବା ବୈଠକରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ ସୈାଦାନ ସିଂ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ରାଜ୍ୟ ପ୍ରଭାରୀ  ଅରୁଣ ସିଂ,  ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ। ଏହି ବୈଠକ ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ।
କୋଭିଡ୍ ସଂକ୍ରମଣ ଆଶଙ୍କା ଓ କଟକଣା ମଧ୍ୟରେ ସଂଗଠନକୁ ସକ୍ରିୟ କରିବା ପାଇଁ ବିଜେପି ତା’ର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story