କେନ୍ଦ୍ରୀୟ ଯୋଜନା ହଡ଼ପ ପ୍ରତିବାଦରେ ୨୭ରେ ବିଜେପିର ରାଜ୍ୟବ୍ୟାପୀ ବିକ୍ଷୋଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର କେନ୍ଦ୍ରୀୟ ଯୋଜନା ହଡ଼ପ କରି ନି ଜ ନାଁ ରେ ପ୍ରଚାର କରୁଥିବାରୁ ଏହା ପ୍ରତିବାଦରେ ବିଜେପି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନେଇଛି। ଆସନ୍ତା ୨୭ତାରିଖରେ ବିଜେପି ରାଜ୍ୟର ସମସ୍ତ ୩୧୪ଟି ବ୍ଲକ,ଏନଏସି, ମ୍ୟୁନିସପାଲଟି ଘେରାଉ କରିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେବ। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା କହିଛନ୍ତି ଯେ, […]

321

321

Tapas Behera
  • Published: Monday, 23 September 2019
  • Updated: 23 September 2019, 08:45 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର କେନ୍ଦ୍ରୀୟ ଯୋଜନା ହଡ଼ପ କରି ନି ଜ ନାଁ ରେ ପ୍ରଚାର କରୁଥିବାରୁ ଏହା ପ୍ରତିବାଦରେ ବିଜେପି ରାଜ୍ୟବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିବାକୁ ନିଷ୍ପତ୍ତି ନେଇଛି। ଆସନ୍ତା ୨୭ତାରିଖରେ ବିଜେପି ରାଜ୍ୟର ସମସ୍ତ ୩୧୪ଟି ବ୍ଲକ,ଏନଏସି, ମ୍ୟୁନିସପାଲଟି ଘେରାଉ କରିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦେବ।
ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା କହିଛନ୍ତି ଯେ, ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇ ଚାଲିଛନ୍ତି ।

ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘର ସବୁକୁ ରାଜ୍ୟ ସରକାର ‘ବିଜୁ ପକ୍କା ଘର’ ଯୋଜନାରେ ହେଉଛି ବୋଲି କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି । ମୋଦି ସରକାର ଦେଶରେ ବିଭିନ୍ନ ପ୍ରକାରର ଜନହିତକର ଯୋଜନା ଲାଗୁ କରୁଥିବା ବେଳେ ମୁଖ୍ୟମନ୍ତ୍ରୀ ଏଠି କେବଳ କେନ୍ଦ୍ରୀୟ ଯୋଜନାକୁ ହଡପ କରି ନାଁ ବଦଳାଇ ବାହାବା ନେବାକୁ ବସିଛନ୍ତି। ଏହା ସଂଘୀୟ ବ୍ୟବସ୍ଥାକୁ ବିରୋଧ କରୁଥିବାରୁ ଏହା ବିରୁଦ୍ଧରେ ବିଜେପି ରାଜ୍ୟବ୍ୟାପୀ ପ୍ରତିବାଦ କରିବ। ସ୍ଥାନୀୟ ପଞ୍ଚାୟତ ଅଧିକାରୀ ଗରିବ ହିତାଧିକାରୀ ସୂଚୀ ତଦାରଖ କରିବା କଥା। କିନ୍ତୁ ଏହି ତାଲିକାକୁ ଦଳୀୟ ଆଧାରରେ ପ୍ରସ୍ତୁତ କରାଯାଇ ପ୍ରକୃତ ହିତାଧିକାରୀଙ୍କୁ ବଞ୍ôଚତ କରାଯାଉଛି। ଗୋଟିଏ ପରିବାରରେ ୨ରୁ ୩ ଜଣଙ୍କ ନାଁରେ ପକ୍କା ଘର ଦିଆଯାଉଛି। କାର୍ଯ୍ୟାଦେଶ ପାଇବା ପାଇଁ ବ୍ୟାପକ ଅର୍ଥ କାରବାର ହେବା ନଜରକୁ ଆସିଛି। ସେହିପରି ଏହି କାର୍ଯ୍ୟାଦେଶରେ ପ୍ରଧାନମନ୍ତ୍ରୀ ଆବାସ ବୋଲି ଉଲ୍ଲେଖ ହେବା ଆବଶ୍ୟକ। କାର୍ଯ୍ୟାଦେଶକୁ ପଞ୍ଚାୟତ ଓ ବ୍ଲକରେ ଦିଆନଯାଇ ବିଧାୟକଙ୍କ ସମୟ ସୁବିଧା ଅନୁସାରେ ବଣ୍ଟାଯିବା ପାଇଁ ସ୍ଥଗିତ ରଖାଯାଉଛି। ଏହା ଫଳରେ ସମୟାନୁଯାୟୀ ଲକ୍ଷ୍ୟ ପୂରଣ ହୋଇପାରୁନାହିଁ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ହାଉସିଂଙ୍ଗ ଫର ଅଲ୍ ୨୦୨୨’ ଅନୁଯାୟୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସମସ୍ତଙ୍କୁ ପକ୍କାଘର ଯୋଗାଇଦେବେ ବୋଲି କହିଛନ୍ତି। ସେଥିପାଇଁ ବ୍ୟାପକ ଅର୍ଥ ଓଡିଶାକୁ ଆସୁଅଛି। କିନ୍ତୁ ଏଠି ରାଜ୍ୟସରକାର କେନ୍ଦ୍ର ସରକାରଙ୍କ ନାଁ ଧରୁନାହାଁନ୍ତି। ଚଳିତ ବଜେଟରେ ବିଜୁ ପକ୍କାଘର ଯୋଜନାରେ ଟଙ୍କା ଟିଏ ଅର୍ଥ ବରାଦ ନାହିଁ । ରାଜ୍ୟରେ ଗରିବ ଲୋକଙ୍କୁ ମିଳୁଥିବା ସମସ୍ତ ପକ୍କାଘର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମାଣ ହେଉଛି। ହେଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଚତୁରତାର ସହ ଏହାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଦଳରେ ବିଜୁ ପକ୍କାଘର ବୋଲି କହି ବିଜ୍ଞାପନ ଦେଉଛନ୍ତି। ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ।
ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ ଏବଂ ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ପ୍ରଭାତୀ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story