୬ ମାସ ପାଇଁ ରାଜନୀତିକ ଖସଡ଼ା ପ୍ରସ୍ତୁତ କଲା ରାଜ୍ୟ ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ମଧ୍ୟରେ ରାଜ୍ୟ ବିଜେପି ଆଜି ନିଜର ପଦାଧିକାରୀଙ୍କ ପ୍ରଥମ ଭର୍ଚୁଆଲ ବୈଠକ କରି ଆସନ୍ତା ୬ମାସ ପାଇଁ ରାଜନୀତିକ ଖସଡ଼ା ପ୍ରସ୍ତୁତ କରିଛି। ରାଜ୍ୟକୁ ଦୁର୍ନୀତିମୁକ୍ତ କରିବା ଲକ୍ଷ୍ୟରେ ବିଜେପି କାମ କରିବାକୁ ନିଷ୍ପତ୍ତି ନେଇଛି। ରାଜ୍ୟ ବିଜେପି ସଭାପତି ଭାବେ ସମୀର ମହାନ୍ତି ଦାୟିତ୍ୱ ନେବା ଓ ନିଜର ଟିମ ଗଠନ କରିବା ପରେ ଆଜି ପ୍ରଥମଥର ପାଇଁ ଦଳୀୟ ପଦାଧିକାରୀଙ୍କ ପ୍ରଥମ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି […]

Untitled-1

Untitled-1

Tapas Behera
  • Published: Saturday, 11 July 2020
  • Updated: 11 July 2020, 09:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ମଧ୍ୟରେ ରାଜ୍ୟ ବିଜେପି ଆଜି ନିଜର ପଦାଧିକାରୀଙ୍କ ପ୍ରଥମ ଭର୍ଚୁଆଲ ବୈଠକ କରି ଆସନ୍ତା ୬ମାସ ପାଇଁ ରାଜନୀତିକ ଖସଡ଼ା ପ୍ରସ୍ତୁତ କରିଛି। ରାଜ୍ୟକୁ ଦୁର୍ନୀତିମୁକ୍ତ କରିବା ଲକ୍ଷ୍ୟରେ ବିଜେପି କାମ କରିବାକୁ ନିଷ୍ପତ୍ତି ନେଇଛି।
ରାଜ୍ୟ ବିଜେପି ସଭାପତି ଭାବେ ସମୀର ମହାନ୍ତି ଦାୟିତ୍ୱ ନେବା ଓ ନିଜର ଟିମ ଗଠନ କରିବା ପରେ ଆଜି ପ୍ରଥମଥର ପାଇଁ ଦଳୀୟ ପଦାଧିକାରୀଙ୍କ ପ୍ରଥମ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଆଗାମୀ ୬ ମାସ ପାଇଁ ରାଜନୈତିକ ଖସଡ଼ା ପ୍ରସ୍ତୁତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ, ରାଜ୍ୟ ବିଜେପି ସଭାପତି ଶ୍ରୀ ମହାନ୍ତିଙ୍କ ନେତୃତ୍ୱରେ ଦଳ ସଂଗଠନ, ସେବା, ସଂଘର୍ଷ ଓ ସମ୍ବାଦକୁ ଆଧାର କରି ଆଗକୁ ବଢ଼ିବା ପାଇଁ ଋଣନୀତି ପ୍ରସ୍ତୁତ କରିବାର ଆବଶ୍ୟକତା ରହିଛି। ଦଳ ନିର୍ବାଚନ ଜିତିବା ପାଇଁ ନୁହେଁ, ଦଳର ସଂଗଠନ କେବଳ କ୍ଷମତା ଦଖଲ କରିବା ପାଇଁ ନୁହେଁ ବରଂ ସମାଜକୁ ଭଲ ପାଇ ସେବା କରିବା, ସେବା ହିଁ ସଂଗଠନ ବୋଲି ପ୍ରଧାନମନ୍ତ୍ରୀ କହିଥିବା କଥାକୁ ପାଳନ ନିମନ୍ତେ ସେ ପରାମର୍ଶ ଦେଇଛନ୍ତି।

ଦେଶରେ ବିଗତ ସାଢେ ୩ ମାସ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ ଦୃଢ କ୍ରିୟାନ୍ୱୟନ ଯୋଗୁ ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ପରିଚାଳନା କରିପାରିଛନ୍ତି। ପ୍ରଧାନମନ୍ତ୍ରୀ ପୂର୍ବ ଭାରତର ବିକାଶକୁ ପ୍ରାଥମିକତା ଦେଇଥିବା ବେଳେ ଓଡିଶାକୁ ବିକାଶର ପ୍ରୟୋଗଶାଳା କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ୧୧୫ଟି ଆକାଂକ୍ଷୀ ଜିଲ୍ଲା ମଧ୍ୟରେ ଓଡିଶାର ୧୦ଟି ଜିଲ୍ଲାକୁ ଏହି କାର୍ଯ୍ୟକ୍ରମରେ ସାମିଲ କରି ଏହସବୁ ଜିଲ୍ଲାର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ। କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାର ଅଧିକ ଲାଭ ଓଡିଶା ପାଇଛି। ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆଗାମୀ ୫ ମାସ ଯାଏଁ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନାକୁ ମଧ୍ୟ ଆହୁରି ତିନିମାସ ବୃଦ୍ଧି କରାଯାଇଛି। ନିକଟରେ ଆତ୍ମନିର୍ଭର ପ୍ୟାକେଜରେ କୃଷି କ୍ଷେତ୍ର କିମ୍ବା ଏମଏସଏମଇ ହେଉ ଅବା ପ୍ରଧାନମନ୍ତ୍ରୀଙ୍କ ଯୋଜନାର ଅଧିକ ଲାଭ ଓଡ଼ିଶା ପାଇଛି। ଏହି କଥାକୁ ଲୋକମାନଙ୍କ ପାଖରେ ପହଁଚାଇବାର ଦାୟିତ୍ୱ ଦଳକୁ ନେବାର ଆବଶ୍ୟକତା ରହିଛି। ଏହବ୍ୟତିତ ଓଡିଆଙ୍କ ହକ୍ ପାଇଁ ଲଢିବାକୁ ସେ ବିଜେପିର କାର୍ଯ୍ୟକର୍ତା ମାନଙ୍କୁ ଆହ୍ୱାନ କରିଥିଲେ।

ସେହିପରି ରାଜ୍ୟ ସଭାପତି ଶ୍ରୀ ମହାନ୍ତି କହିଛନ୍ତି ଯେ ଦଳର କାର୍ଯ୍ୟକର୍ତାମାନେ ଟିମୱାର୍କ କରି ତୃଣମୂଳ ସ୍ତରରେ ଦଳର
ସଂଗଠନକୁ ମଜବୁତ୍ କରି କେନ୍ଦ୍ରୀୟ ଯୋଜନାକୁ ଲୋକଙ୍କ ପାଖରେ ପହଁଚାଇବାର ଆବଶ୍ୟକତା ରହିଛି । ସମଗ୍ର ଓଡିଶାକୁ ବିକାଶରେ ସାମିଲ କରିବା ଓ ରାଜ୍ୟକୁ ଦୁର୍ନୀତି ମୁକ୍ତ କରିବା ସଂଗଠନର ଲକ୍ଷ୍ୟ ରହିବା ଉଚିତ୍ । ଏହା ସହ ନିକଟରେ କାର୍ଯ୍ୟକର୍ତାମାନେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କ୍ୱିୟାନ୍ୱିତ ହୋଇଥିବା ଗରିବ କଲ୍ୟାଣ ଯୋଜନା ଓ ପ୍ରଧାନମନ୍ତ୍ରୀଙ୍କ ଆତ୍ମନିର୍ଭର ଭାରତ ଯୋଜନାକୁ ସମାଜର ସବୁଠୁ ତଳ ଶ୍ରେଣୀରେ ପହଁଚାଇବା ପାଇଁ କାମ କରନ୍ତୁ ବୋଲି ସେ କହିଛନ୍ତି ।

ସେହିପରି ରାଜ୍ୟ ବିଜେପି ସାଧାରଣ ସଂପାଦକ ପୃଥ୍ୱିରାଜ ହରିଚନ୍ଦନ କହିଛନ୍ତି ଯେ କେନ୍ଦ୍ର ସରକାର ଗରିବଙ୍କ ବିକାଶ ପାଇଁ ଅନେକ କାର୍ଯ୍ୟକ୍ରମ କରୁଛନ୍ତି । ରାଜ୍ୟ ସରକାର କୋଭିଡ୍ ପରିଚାଳନାରେ ବିଫଳ ହୋଇଛନ୍ତି । ନାରୀ ନିର୍ଯାତନା ଦିନକୁ ଦିନ ବୃଦ୍ଧି ପାଉଛି । ମନରେଗା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବି ଦୁର୍ନୀତି ହୋଇଛି । ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏହି ପଦାଧିକାରୀ ବୈଠକର ପରିଚାଳନା କରିଥିଲେ । ଏହି ବୈଠକରେ ରାଷ୍ଟ୍ରୀୟ ସଂଗଠନ ସମ୍ପାଦକ ବିଏଲ ସନ୍ତୋଷ , ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂହ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ ରାଷ୍ଟ୍ରୀୟ ସଂଗଠନ ସହସମ୍ପାଦକ ସୌଦାନ ସିଂଙ୍କ ସମେତ ବିଜେପି ବିଧାୟକ ଦଳ ନେତା ପ୍ରଦୀପ ନାଏକ, ସାଂସଦ ସୁରେଶ ପୂଜାରୀ, ଜୁଏଲ ଓରାମ, ବସନ୍ତ ପଣ୍ଡା ଓ ଅପରାଜିତା ଷଡ଼ଙ୍ଗୀ ଆଦି ଦଳୀୟ ପଦାଧିକାରୀମାନେ ଟେକ୍ନୋଲୋଜି ମାଧ୍ୟମରେ ସାମିଲ ହୋଇଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story