ରଥଯାତ୍ରା ହେବା ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା ରାଜ୍ୟ ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଶେଷରେ ସୁପ୍ରିମକୋର୍ଟ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ସୁପି୍ରମକୋର୍ଟଙ୍କ ରାୟ ପରେ ପୁରୀରେ ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏପଟେ ପୁରୀରେ ରଥଯାତ୍ରା ହେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ,ପ୍ରଧାନମନ୍ତ୍ରୀ ଓ ସୁପ୍ରିମକୋର୍ଟଙ୍କୁ ରାଜ୍ୟ ବିଜେପି କୃତଜ୍ଞତା ଜଣାଇଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଚଳିତବର୍ଷ ରଥଯାତ୍ରା କରିବା ନିମନ୍ତେ ଶେଷ ମୁହୂର୍ତ୍ତରେ […]

sameer

sameer

Tapas Behera
  • Published: Monday, 22 June 2020
  • Updated: 22 June 2020, 07:06 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଶେଷରେ ସୁପ୍ରିମକୋର୍ଟ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ସୁପି୍ରମକୋର୍ଟଙ୍କ ରାୟ ପରେ ପୁରୀରେ ଆସନ୍ତାକାଲି ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏପଟେ ପୁରୀରେ ରଥଯାତ୍ରା ହେବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରୀ,ପ୍ରଧାନମନ୍ତ୍ରୀ ଓ ସୁପ୍ରିମକୋର୍ଟଙ୍କୁ ରାଜ୍ୟ ବିଜେପି କୃତଜ୍ଞତା ଜଣାଇଛି।

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ, ଚଳିତବର୍ଷ ରଥଯାତ୍ରା କରିବା ନିମନ୍ତେ ଶେଷ ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀଙ୍କ ଆନ୍ତରିକତା ଓ ସବୁଦିଗକୁ ସୁପି୍ରମକୋର୍ଟ ବିଚାର କରିବା ନିଶ୍ଚିତ ଭାବେ କୋଟିକୋଟି ଜଗନ୍ନାଥପ୍ରେମୀ ଓ ସାଢେ଼ ୪କୋଟି ଓଡ଼ିଆଙ୍କୁ ଖୁସି ଦେଇଛି । ରଥଯାତ୍ରା ହେଉ ବୋଲି ଆମ ସମସ୍ତଙ୍କର ଇଛା ଥିଲା। ସୁପ୍ରିମକୋର୍ଟଙ୍କ ନିଷ୍ପତି ଅତ୍ୟନ୍ତ ସ୍ୱାଗତଯୋଗ୍ୟ। ରଥଯାତ୍ରା ପରଂପରା ଶତାଦ୍ଧୀ ଶତାଦ୍ଧୀ ଚାଲି ଆସିଛି ।

ଏହିଯାତ୍ରା ଜଗନ୍ନାଥପ୍ରେମୀଙ୍କ ଭାବାବେଗ ସହ ଜଡିତ ରହିଛି। ପ୍ରଧାନମନ୍ତ୍ରୀଙ୍କ ନିଦେ୍ର୍ଧଶକ୍ରମେ ସ୍ୱରାଷ୍ଟ୍ରମନ୍ତ୍ରୀ  ଅମିତ ଶାହା ମହାପ୍ରଭୃଙ୍କ ନୀତିକାନ୍ତି ତଥା ରଥଯାତ୍ରା ସଂପର୍କରେ ଗଜପତି ମହାରାଜାଙ୍କ ସହ ଆଲୋଚନା କରିଥିଲେ। ସେହିପରି କେନ୍ଦ୍ର ସରକାର ମଧ୍ୟ ବଳିÂ ଯୁକ୍ତି ବାଢି ରଥଯାତ୍ରା କରାଇବା ଲାଗି ସୁପ୍ରିମକୋର୍ଟଙ୍କ ଆଗରେ ନିବେଦନ କରିଥିଲେ। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ଅନୁମତି ଦେଇଥିବାରୁ ସୁପ୍ରିମକୋର୍ଟଙ୍କୁ ଶ୍ରୀ ମହାନ୍ତି ଧନ୍ୟବାଦ ଜଣାଇଛନ୍ତି। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କୁ ମଧ୍ୟ ଶ୍ରୀ ମହାନ୍ତି ଧନ୍ୟବାଦ ଜଣାଇଛନ୍ତି।

ଆଜି ସକାଳେ ଏକ ବୟାନ ଜାରି କରି ଶ୍ରୀ ମହାନ୍ତି କହିଥିଲେ ଯେ, ରଥଯାତ୍ରା ଓ ଶ୍ରୀମନ୍ଦିର ପରିଚାଳନାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ବିଶେଷ ଭୂମିକା ରହିଛି । ଏ ଦୁଇ ଆସ୍ଥା କେନ୍ଦ୍ର ଯେଉଁ ଅନୁରୋଧ ଓ ଅପେକ୍ଷା ରଖୁଛନ୍ତି ତାକୁ ରାଜ୍ୟ ସରକାର ପାଳନ କରନ୍ତୁ। ସମସ୍ତପ୍ରକାରର କୋଭିଡ-୧୯ ନିୟମକୁ ପାଳନ କରି ରାଜ୍ୟ ସରକାର ରଥଯାତ୍ରାକୁ ସୁଚାରୂ ରୂପେ କରନ୍ତୁ ବୋଲି ଶ୍ରୀ ମହାନ୍ତି ନିବେଦନ କରିଛନ୍ତି। ଏହି ଅବସରରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story