ଭୁବନେଶ୍ବର, ( ଓଡିଶା ରିପୋର୍ଟର ) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ସୋମବାର ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ ମିନିଟରେଏହି କ୍ୟାବିନେଟ୍ ବୈଠକ ବସିବ। ଏଥିରେ ଅନ୍ତତଃ ୬ଟି ଏଜେଣ୍ଡା ଅଛି ଯାହାକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ବୈଠକରେ ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଆଇନ ଓ ଲୋକପାଳ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ପ୍ରସ୍ତାବ'ଉପରେ କ୍ୟାବିନେଟ୍ ମୋହର ଲାଗିପାରେ ବୋଲି ସୂଚନା ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।