ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର, ( ଓଡିଶା ରିପୋର୍ଟର ) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ସୋମବାର ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ ମିନିଟରେଏହି କ୍ୟାବିନେଟ୍ ବୈଠକ ବସିବ। ଏଥିରେ ଅନ୍ତତଃ ୬ଟି ଏଜେଣ୍ଡା ଅଛି ଯାହାକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ବୈଠକରେ ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଆଇନ ଓ ଲୋକପାଳ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ପ୍ରସ୍ତାବ’ଉପରେ କ୍ୟାବିନେଟ୍ ମୋହର ଲାଗିପାରେ ବୋଲି […]

Odisha-Secretariat

Odisha-Secretariat

Ordigital Desk
  • Published: Saturday, 28 July 2018
  • Updated: 28 July 2018, 11:21 PM IST

Sports

Latest News

Odisha

ଭୁବନେଶ୍ବର, ( ଓଡିଶା ରିପୋର୍ଟର ) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତା ସୋମବାର ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତାରେ ସଚିବାଳୟରେ ଅପରାହ୍ନ ୫ଟା ୪୫ ମିନିଟରେଏହି କ୍ୟାବିନେଟ୍ ବୈଠକ ବସିବ। ଏଥିରେ ଅନ୍ତତଃ ୬ଟି ଏଜେଣ୍ଡା ଅଛି ଯାହାକୁ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି। ବୈଠକରେ ରାଜ୍ୟ ସରକାରଙ୍କ ନିଜସ୍ୱ ଖାଦ୍ୟ ସୁରକ୍ଷା ଆଇନ ଓ ଲୋକପାଳ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ପ୍ରସ୍ତାବ'ଉପରେ କ୍ୟାବିନେଟ୍ ମୋହର ଲାଗିପାରେ ବୋଲି ସୂଚନା ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos