ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୪ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ବିଶେଷକରି ସପ୍ତମ ବେତନ କମିଶନ ସୁପାରିସ ଲାଗୁ ପ୍ରସ୍ତାବକୁ ବିଧିବଦ୍ଧ ଅନୁମୋଦନ ଦେବା କୁହାଯାଉଛି। ସେହିଭଳି ପାରାଦୀପ ତୈଳବିଶୋଧନାଗାରର ଟିକସକୁ ନେଇ ରାଜ୍ୟ ସରକାର ଓ ଆଇଓସିଏଲ୍ ମଧ୍ୟରେ ହୋଇଥିବା ନୂଆ ବୁଝାମଣା ପ୍ରସ୍ତାବ କ୍ୟାବିନେଟ ଅନୁମୋଦନ ପାଇଁ ଆସିବ ।   […]

Rakesh Mallick
  • Published: Tuesday, 05 September 2017
  • Updated: 05 September 2017, 08:33 AM IST

Sports

Latest News

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ବୈଠକରେ ୪ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ବିଶେଷକରି ସପ୍ତମ ବେତନ କମିଶନ ସୁପାରିସ ଲାଗୁ ପ୍ରସ୍ତାବକୁ ବିଧିବଦ୍ଧ ଅନୁମୋଦନ ଦେବା କୁହାଯାଉଛି।

ସେହିଭଳି ପାରାଦୀପ ତୈଳବିଶୋଧନାଗାରର ଟିକସକୁ ନେଇ ରାଜ୍ୟ ସରକାର ଓ ଆଇଓସିଏଲ୍ ମଧ୍ୟରେ ହୋଇଥିବା ନୂଆ ବୁଝାମଣା ପ୍ରସ୍ତାବ କ୍ୟାବିନେଟ ଅନୁମୋଦନ ପାଇଁ ଆସିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story