Advertisment

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବିଭିନ୍ନ ଅର୍ଡିନାଂସ୍‌କୁ କ୍ୟାବିନେଟ୍ ବୈଠକରେ ମଞ୍ଜୁରୀ ମିଳିପାରେ। ଏହାସହ ଅର୍ଥ, ପୂର୍ତ୍ତ, ଶକ୍ତି, ସ୍ୱାସ୍ଥ୍ୟ, କୃଷି, ରାଜସ୍ୱ ଭଳି ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମଧ୍ୟ ମୋହର ଲାଗିପାରେ। ଦିନ ୧୧ଟା ୪୫ ମିନିଟ୍‌ରେ ଭିଡିଓ କନ୍‌ଫରେସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାବିନେଟ୍ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରିବେ। ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ପ୍ରଥମ ବର୍ଷ […]

 ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

_Naveen-Patnaik00

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବିଭିନ୍ନ ଅର୍ଡିନାଂସ୍‌କୁ କ୍ୟାବିନେଟ୍ ବୈଠକରେ ମଞ୍ଜୁରୀ ମିଳିପାରେ। ଏହାସହ ଅର୍ଥ, ପୂର୍ତ୍ତ, ଶକ୍ତି, ସ୍ୱାସ୍ଥ୍ୟ, କୃଷି, ରାଜସ୍ୱ ଭଳି ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମଧ୍ୟ ମୋହର ଲାଗିପାରେ। ଦିନ ୧୧ଟା ୪୫ ମିନିଟ୍‌ରେ ଭିଡିଓ କନ୍‌ଫରେସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାବିନେଟ୍ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରିବେ।

Advertisment

ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ପ୍ରଥମ ବର୍ଷ ପୁରୁଛି। ଏଥିସହ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ବସିବ। ତେବେ ୫ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ପରେ ବସୁଥିବା ଏହି ବୈଠକ ବେଶ୍‌ ଗୁରୁତ୍ୱ ବହନ କରୁଛି। ନିର୍ବାଚନ ବେଳେ ଦିଆଯାଇଥିବା ପ୍ରତିଶ୍ରୁତି କେତେ ମାତ୍ରାରେ ପୂରଣ ହୋଇଛି। ମନ୍ତ୍ରୀଙ୍କ ବର୍ଷକର କାର୍ଯ୍ୟ ରିପୋର୍ଟ, ଏହାସହ ବର୍ଷକରେ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe