ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ସନ୍ଧ୍ୟା ୬ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ କେଉଁ ସବୁ ପ୍ରସଙ୍ଗରେ ଆଲୋଚନା ହେବ ତାହା ଜଣାପଡ଼ିନି। ତେବେ ମନ୍ତ୍ରୀମାନଙ୍କୁ ଆସନ୍ତାକାଲି ବୈଠକରେ ଉପସ୍ଥିତ ରହିବା ପାଇଁ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଆଜି ସନ୍ଧ୍ୟାରେ ଅବଗତ କରାଯାଇଛି। ସମବାୟ ଆଇନରେ ସଂଶୋଧନ ଓ ଓଡ଼ିଶା ପୌର ଆଇନରେ ସଂଶୋଧନ […]

naveen.j8888

naveen.j8888

Manoranjan Sial
  • Published: Friday, 18 October 2019
  • Updated: 18 October 2019, 06:15 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆସନ୍ତାକାଲି ସନ୍ଧ୍ୟା ୬ଟାରେ ଲୋକସେବା ଭବନରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ କେଉଁ ସବୁ ପ୍ରସଙ୍ଗରେ ଆଲୋଚନା ହେବ ତାହା ଜଣାପଡ଼ିନି। ତେବେ ମନ୍ତ୍ରୀମାନଙ୍କୁ ଆସନ୍ତାକାଲି ବୈଠକରେ ଉପସ୍ଥିତ ରହିବା ପାଇଁ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଆଜି ସନ୍ଧ୍ୟାରେ ଅବଗତ କରାଯାଇଛି। ସମବାୟ ଆଇନରେ ସଂଶୋଧନ ଓ ଓଡ଼ିଶା ପୌର ଆଇନରେ ସଂଶୋଧନ ଭଳି ପ୍ରାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ ବୋଲି ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story