/odisha-reporter/media/post_attachments/uploads/2018/07/state-secretariat-708x430.jpg)
state-secretariat-708x430
ଭୁବନେଶ୍ଵର (ଓଡ଼ିଶା ରିପୋର୍ଟର) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ସୋମବାର ୧୧ଟା ୪୫ମିନିଟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।
Advertisment
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟତଃ ୪ ଟି ଏଜେଣ୍ଡା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।
ତେବେ କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଥିଲେ ମଧ୍ୟ ଏଜେଣ୍ଡା ପ୍ରଦାନ କରାଯାଇ ନଥିବା ଜଣା ପଡ଼ିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
