Advertisment

ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ

ଭୁବନେଶ୍ଵର (ଓଡ଼ିଶା ରିପୋର୍ଟର) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ସୋମବାର ୧୧ଟା ୪୫ମିନିଟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟତଃ ୪ ଟି ଏଜେଣ୍ଡା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ତେବେ କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଥିଲେ ମଧ୍ୟ ଏଜେଣ୍ଡା ପ୍ରଦାନ କରାଯାଇ ନଥିବା ଜଣା ପଡ଼ିଛି।

ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍

state-secretariat-708x430

Advertisment

ଭୁବନେଶ୍ଵର (ଓଡ଼ିଶା ରିପୋର୍ଟର) : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ସୋମବାର ୧୧ଟା ୪୫ମିନିଟରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

Advertisment

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଚିବାଳୟରେ ହେବାକୁ ଥିବା ଏହି ବୈଠକରେ ମୁଖ୍ୟତଃ ୪ ଟି ଏଜେଣ୍ଡା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

ତେବେ କ୍ୟାବିନେଟ ବୈଠକ ସମ୍ପର୍କରେ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଥିଲେ ମଧ୍ୟ ଏଜେଣ୍ଡା ପ୍ରଦାନ କରାଯାଇ ନଥିବା ଜଣା ପଡ଼ିଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe