ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା ୬ଟା ଭର୍ଚୁଆଲ ମୋଡ୍‌ରେ ଏହି ବୈଠକ ହେବାର ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଜଣାଯାଇଛି। ଏହି ବୈଠକରେ ପଞ୍ଚାୟତିରାଜ, ଉଚ୍ଚଶିକ୍ଷା ଓ ପରିବହନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ‌ଆଲୋଚନା ହେବ।  ବୈଠକରେ ଫୋକସରେ ରହିପାରେ ପଞ୍ଚାୟତିରାଜ ବିଭାଗର ‌ଆଇନ ସଂଶୋଧନ।  ବିଧାନସଭା ଅଧିବେଶନ ସେପ୍ଟେମ୍ବର ପହିଲାରୁ ଆରମ୍ଭ ହେଉଥିବାରୁ ଏହି ବୈଠକ […]

CM-Naveen-Patnaik

CM-Naveen-Patnaik

Tapaswini Nayak
  • Published: Friday, 27 August 2021
  • Updated: 27 August 2021, 10:36 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା ୬ଟା ଭର୍ଚୁଆଲ ମୋଡ୍‌ରେ ଏହି ବୈଠକ ହେବାର ଅଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ ବୋଲି ଜଣାଯାଇଛି।

ଏହି ବୈଠକରେ ପଞ୍ଚାୟତିରାଜ, ଉଚ୍ଚଶିକ୍ଷା ଓ ପରିବହନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ‌ଆଲୋଚନା ହେବ।  ବୈଠକରେ ଫୋକସରେ ରହିପାରେ ପଞ୍ଚାୟତିରାଜ ବିଭାଗର ‌ଆଇନ ସଂଶୋଧନ।  ବିଧାନସଭା ଅଧିବେଶନ ସେପ୍ଟେମ୍ବର ପହିଲାରୁ ଆରମ୍ଭ ହେଉଥିବାରୁ ଏହି ବୈଠକ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି କୁହାଯାଉଛି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧ରୁ ୯ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା ଅଧିବେଶନ। ସେପ୍ଟେମ୍ବର ୩ତାରିଖକୁ ପ୍ରାଇଭେଟ୍ ମେମ୍ବର୍ସ ବିଜିନେସ୍ ପାଇଁ ରଖାଯାଇଥିବାବେଳେ ଅନ୍ୟ ସମସ୍ତ ଦିନଗୁଡ଼ିକ ଅଫିସିଆଲ କାର୍ଯ୍ୟଦିବସ ରହିଛି। ୫ତାରିଖ ରବିବାର ଛୁଟି ରହିବ। ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ଦ୍ୱାରା ଜାରି ସମନ ଅନୁସାରେ, ସେପ୍ଟେମ୍ବର ୧ତାରିଖ ପୂର୍ବାହ୍ନ ୧୧ଟାରେ ବିଧାନସଭା ଅଧିବେଶନ ଆରମ୍ଭ ପାଇଁ ରାଜ୍ୟପାଳ ସମନ ଜାରି କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story