ସରକାରଙ୍କ ଘୋଷଣା; ଆଗୁଆ ଭତ୍ତା ମିଳିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସାମାଜିକ ସଶକ୍ତିକରଣ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବା ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ଆଗୁଆ ୪ ମାସର ଦେବା ଲାଗି ସରକାର ଘୋଷଣା କରିଛନ୍ତି। ଖୁବଶୀଘ୍ର ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସ ପାଇଁ ଆଗୁଆ ଭତ୍ତା ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି ପରେ ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି। ଏହି […]

pensioner-pti000000000000000000

pensioner-pti000000000000000000

Tapaswini Nayak
  • Published: Tuesday, 17 March 2020
  • Updated: 17 March 2020, 01:39 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସାମାଜିକ ସଶକ୍ତିକରଣ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବା ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ଆଗୁଆ ୪ ମାସର ଦେବା ଲାଗି ସରକାର ଘୋଷଣା କରିଛନ୍ତି।

ଖୁବଶୀଘ୍ର ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସ ପାଇଁ ଆଗୁଆ ଭତ୍ତା ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି ପରେ ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story