ଲେବାନନ୍ ବିସ୍ଫୋରଣ ପରେ ଚେତିଲେ ରାଜ୍ୟ ସରକାର

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ଲେବାନନ ବିସ୍ଫୋରଣ ପରେ ତତ୍ପରତା ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ସବୁ କଳ କାରଖାନାକୁ ଚିଠି ଲେଖିଛନ୍ତି ଫ୍ୟାକ୍ଟ୍ରି ଆଣ୍ଡ ବ୍ରଏଲର୍ ନିର୍ଦ୍ଦେଶକ। ଫ୍ୟାକ୍ଟ୍ରିର ନିରାପତ୍ତା ଓ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ସେ କହିଛନ୍ତି। ଏଥିପାଇଁ କଣ ପ୍ରସ୍ତୁତି ରହିଛି, ତାହା ମଧ୍ୟ ସେ ଜଣାଇବାକୁ କହିଛନ୍ତି। ଫ୍ୟାକ୍ଟ୍ରିରେ କେତେ ବିସ୍ଫୋରକ ସାମଗ୍ରୀ ଅଛି, ଇନ୍ଧନ ଜାତୀୟ ସାମଗ୍ରୀ କେତେ ରହିଛି, ତାର ରିପୋର୍ଟ ମଧ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଗତ ୪ ତାରିଖରେ ଲେବାନନର ରାଜଧାନୀ ବିରୁଟରେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା। ବନ୍ଦରରେ […]

liop

liop

Tapas Behera
  • Published: Wednesday, 12 August 2020
  • Updated: 12 August 2020, 04:55 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ଲେବାନନ ବିସ୍ଫୋରଣ ପରେ ତତ୍ପରତା ପ୍ରକାଶ କରିଛନ୍ତି ରାଜ୍ୟ ସରକାର। ସବୁ କଳ କାରଖାନାକୁ ଚିଠି ଲେଖିଛନ୍ତି ଫ୍ୟାକ୍ଟ୍ରି ଆଣ୍ଡ ବ୍ରଏଲର୍ ନିର୍ଦ୍ଦେଶକ। ଫ୍ୟାକ୍ଟ୍ରିର ନିରାପତ୍ତା ଓ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ସେ କହିଛନ୍ତି। ଏଥିପାଇଁ କଣ ପ୍ରସ୍ତୁତି ରହିଛି, ତାହା ମଧ୍ୟ ସେ ଜଣାଇବାକୁ କହିଛନ୍ତି।

ଫ୍ୟାକ୍ଟ୍ରିରେ କେତେ ବିସ୍ଫୋରକ ସାମଗ୍ରୀ ଅଛି, ଇନ୍ଧନ ଜାତୀୟ ସାମଗ୍ରୀ କେତେ ରହିଛି, ତାର ରିପୋର୍ଟ ମଧ୍ୟ ପ୍ରଦାନ କରିବାକୁ କୁହାଯାଇଛି। ଗତ ୪ ତାରିଖରେ ଲେବାନନର ରାଜଧାନୀ ବିରୁଟରେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା।

ବନ୍ଦରରେ ଥିବା ଆମୋନିୟମ ନାଇଟ୍ରେଟ୍ ବିସ୍ଫୋରଣ ହେବାରୁ ୨୨୦ ଜଣଙ୍କ ମୃତ୍ୟୁ ହୋଇଥିଲା। କେତେକ ନିଖୋଜ ମଧ୍ୟ ଅଛନ୍ତି। ହଜାର ହଜାର ଲୋକ ଆହତ ହୋଇଛନ୍ତି। ବିରୁଟ ବନ୍ଦରରେ ଥିବା ପ୍ରାୟ ୨୭୫୦ ଟନ ଆମୋନିୟମ ନାଇଟ୍ରେଟ୍ ଗଚ୍ଛିତ ଥିଲା। ଏହି ଆମୋନିୟମ ନାଇଟ୍ରେଟ୍ ବିସ୍ଫୋରଣ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story