ଉପନିର୍ବାଚନ ପୂର୍ବରୁ ତିର୍ତ୍ତୋଲକୁ ଭେଟି, ମହାନଦୀ ଉପରେ ହେବ ବ୍ରିଜ୍ 

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉପନିର୍ବାଚନ ପୂର୍ବରୁ ତିର୍ତ୍ତୋଲକୁ ଭେଟି। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲରେ  ମହାନଦୀ ଉପରେ ଏକ ବ୍ରିଜ ନିର୍ମାଣ ହେବ।  ଏହି ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀରେ ଏହି ସେତୁ ନିର୍ମାଣ ହେବ।  ୮୮୮. ୮୯ ମିଟର ସେତୁ ନିର୍ମାଣ ପାଇଁ ବଜେଟ ହୋଇଛି ୧୧୮ କୋଟି ୫୬ ଲକ୍ଷ ଟଙ୍କା।  ସରକାରଙ୍କ ଅନୁମୋଦନ ପରେ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି  । ଏହି ବ୍ରିଜ ନିର୍ମାଣ […]

naveen-patnik-1-1-1

Tapas Behera
  • Published: Friday, 25 September 2020
  • , Updated: 25 September 2020, 01:23 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉପନିର୍ବାଚନ ପୂର୍ବରୁ ତିର୍ତ୍ତୋଲକୁ ଭେଟି। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲରେ  ମହାନଦୀ ଉପରେ ଏକ ବ୍ରିଜ ନିର୍ମାଣ ହେବ।  ଏହି ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀରେ ଏହି ସେତୁ ନିର୍ମାଣ ହେବ।  ୮୮୮. ୮୯ ମିଟର ସେତୁ ନିର୍ମାଣ ପାଇଁ ବଜେଟ ହୋଇଛି ୧୧୮ କୋଟି ୫୬ ଲକ୍ଷ ଟଙ୍କା।  ସରକାରଙ୍କ ଅନୁମୋଦନ ପରେ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି  । ଏହି ବ୍ରିଜ ନିର୍ମାଣ ହେବା ଦ୍ୱାରା ୫୦ ହଜାରରୁ ଅଧିକ ଲୋକ ଉପକୃତ ହେବେ।

Related story