୬ ସରକାରୀ କର୍ମଚାରୀ ବରଖାସ୍ତ, ୪ ଜଣଙ୍କ ପେନସନ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିବା ୬ଜଣ ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବରଖାସ୍ତ କରିଛନ୍ତି। ଏହାସହିତ ୪ଜଣ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ୍ ବନ୍ଦ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ ବରଖାସ୍ତ ହୋଇଥିବା ଅଧିକାରୀମାନେ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ଅଧିନସ୍ଥ କୁଆରମୁଣ୍ଡା ତହସିଲର କନିଷ୍ଠ କିରାଣୀ ସଞ୍ଜିତ କୁମାର ରାୟ,କୋରାପୁଟ ଜିଲ୍ଲା ଜୟପୁର ଆଇଟିଡିଏର ସହକାରୀ ଯନ୍ତୀ ବୈକୁଣ୍ଠ ବିହାରୀ ପ୍ରଧାନ, ସମ୍ବଲପୁର ନାକଟିଦେଉଳରେ […]

secretariat-odisha

secretariat-odisha

Manoranjan Sial
  • Published: Saturday, 31 August 2019
  • Updated: 31 August 2019, 10:09 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଥିବା ୬ଜଣ ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ଚାକିରିରୁ ବରଖାସ୍ତ କରିଛନ୍ତି। ଏହାସହିତ ୪ଜଣ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ୍ ବନ୍ଦ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ ବରଖାସ୍ତ ହୋଇଥିବା ଅଧିକାରୀମାନେ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ କାର୍ଯ୍ୟାଳୟ ଅଧିନସ୍ଥ କୁଆରମୁଣ୍ଡା ତହସିଲର କନିଷ୍ଠ କିରାଣୀ ସଞ୍ଜିତ କୁମାର ରାୟ,କୋରାପୁଟ ଜିଲ୍ଲା ଜୟପୁର ଆଇଟିଡିଏର ସହକାରୀ ଯନ୍ତୀ ବୈକୁଣ୍ଠ ବିହାରୀ ପ୍ରଧାନ, ସମ୍ବଲପୁର ନାକଟିଦେଉଳରେ କାର୍ଯ୍ୟରତ ଭେଟେରିନାରୀ ଡାକ୍ତର ଭାଗିରଥୀ ବିଶ୍ୱାଳ, କାମାକ୍ଷାନଗରରେ କାର୍ଯ୍ୟରତ ଜୁନିୟର ଇଞ୍ଜିନିୟର ବସନ୍ତ କୁମାର ପାତ୍ର, ସୁନ୍ଦରଗଡ଼ର କୁତ୍ରା ବ୍ଲକର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ତ୍ରିଲୋଚନ ସେଠ୍ ଓ ବଣାଇଗଡ଼ ବ୍ଲକର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଷ୍ଟମ ଚନ୍ଦ୍ର ପଟେଲ।

ସେହିପରି ଯେଉଁ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ ବନ୍ଦ ହୋଇଛି ସେମାନେ ହେଲେ ଜଳସମ୍ପଦ ବିଭାଗର ଅବସରପ୍ରାପ୍ତ ଏକଜ୍ୟୁକିଟିଭ ଇଞ୍ଜିନିୟର ଗୌତମ ଚନ୍ଦ୍ର ପୃଷ୍ଟି, ଓସିସିର ପୂର୍ବତନ ଜେନେରାଲ ମ୍ୟାନେଜର ବିକ୍ରମ କେଶରୀ ପଟ୍ଟନାୟକ, ଏଷ୍ଟାବ୍ଲିସମେଣ୍ଟ ଅଫିସର ରବିନ୍ଦ୍ର କୁମାର ଜେନା ଓ ବାରିପଦା ଆଇଟିଡିଏର ପୂର୍ବତନ ଜୁନିୟର ଇଞ୍ଜିନିୟର ରବି ନାରାୟଣ ମହାନ୍ତି। ସୂଚନାଯୋଗ୍ୟ, ଗତ ୧୭ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ଜଣ କର୍ମଚାରୀଙ୍କୁ ଚାକିରିରୁ ବରଖାସ୍ତ କରିଥିବାବେଳେ ୨ଜଣ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନସନ୍ ବନ୍ଦ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story