୮୦ ନୂଆ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଲେ ସରକାର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଥିବା ବେଳେ ୮୦ ନୂଆ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍‌ ଅନୁଯାୟୀ, ପୁରୀ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ ଗୁଜରାଟରୁ, ୪ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ର ପ୍ରଦେଶରୁ ଓ ଜଣେ ତାମିଲନାଡୁରୁ ଫେରିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ପୁରୀ ଜିଲ୍ଲାପାଳ ଦେଇଥିବା ସୂଚନା […]

Corona

Corona

Jitendra Garnayak
  • Published: Saturday, 23 May 2020
  • Updated: 23 May 2020, 01:25 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଥିବା ବେଳେ ୮୦ ନୂଆ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର।

ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍‌ ଅନୁଯାୟୀ, ପୁରୀ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୧ ଜଣ ଗୁଜରାଟରୁ, ୪ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ର ପ୍ରଦେଶରୁ ଓ ଜଣେ ତାମିଲନାଡୁରୁ ଫେରିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ପୁରୀ ଜିଲ୍ଲାପାଳ ଦେଇଥିବା ସୂଚନା ଅନୁଯାୟୀ, ୧୭ ଜଣଙ୍କ ମଧ୍ୟରୁ କାକଟପୁର ବ୍ଲକ୍‌ର ୧୧ ଜଣ, କଣାସରୁ ୪ ଜଣ ଓ ଅସ୍ତରଙ୍ଗରୁ ୨ ଜଣ ଅଛନ୍ତି। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍‌ରେ ଥିଲେ ଓ କାହାରି ପାଖରେ ଲକ୍ଷଣ ନଥିଲା।

ଗଜପତିରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ଜଣେ ମହାରାଷ୍ଟ୍ରରୁ ଫେରି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଓ ବାକି ୩ ଜଣ ସ୍ଥାନୀୟ ଅଞ୍ଚଳର।

ନୟାଗଡ଼ରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସୁରତରୁ, ୨ ଜଣ ତେଲେଙ୍ଗାନାରୁ ଓ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। କଟକରେ ଜଣେ ଚିହ୍ନଟ ହୋଇଥିବା ବେଳେ ସେ ଗୁଜରାଟରୁ ଫେରିଥିଲେ। ବାଲେଶ୍ୱରରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ସୁରତରୁ ଫେରି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ଗଞ୍ଜାମରେ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଏହି ୧୬ ଜଣଙ୍କ ମଧ୍ୟରୁ ୧୫ ଜଣ ସୁରତରୁ ଓ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ। ବାକି ୩ ଜଣ ସ୍ଥାନୀୟ ଅଞ୍ଚଳର।

ଯାଜପୁରର ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ ପଶ୍ଚିମବଙ୍ଗ, ୫ ଜଣ ଆନ୍ଧ୍ର ପ୍ରଦେଶ ଓ ଜଣେ ଗୁଜରାଟରୁ ଫେରିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ଯାଜପୁର ଜିଲ୍ଲାପାଳ ଦେଇଥିବା ସୂଚନା ଅନୁଯାୟୀ, ଏହି ୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ଯାଜପୁର ରୋଡ୍‌ର, ୨ ବିଂଝାରପୁରର, ୨ ଦଶରଥପୁରର, ୨ ବରୀର, ୨ ଧର୍ମଶାଳାର ଓ ୩ ଜଣ ରସୁଲପୁର ବ୍ଲକର।

ସୁନ୍ଦରଗଡ଼ରେ ପୁଣି ୫ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନେ ସମସ୍ତେ ମହାରାଷ୍ଟ୍ରରୁ ଫେରି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। କନ୍ଧମାଳରେ ୨ ଜଣ ଚିହ୍ନଟ ହୋଇଥିବା ବେଳେ ସେମାନେ ତେଲେଙ୍ଗାନାରୁ ଫେରି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ଝାରସୁଗୁଡ଼ାରେ ୩ ଜଣ ଚିହ୍ନଟ ହୋଇଥିବା ବେଳେ ୨ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ ଓ ଜଣେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଜଣେ ଉତ୍ତର ପ୍ରଦେଶ ଓ ଅନ୍ୟ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ। ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର।

ମାଲକାନଗିରିରେ ୫ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩ ଜଣ ତାମିଲନାଡୁ ଓ ଜଣେ ତେଲେଙ୍ଗାନାରୁ ଫେରି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଅନ୍ୟ ଜଣଙ୍କ ସ୍ଥାନୀୟ ଅଞ୍ଚଳର।

ନବରଙ୍ଗପୁରରେ ଜଣେ ଚିହ୍ନଟ ହୋଇଥିବା ବେଳେ ସେ ଆନ୍ଧ୍ର ପ୍ରଦେଶରୁ ଫେରି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ବଲାଙ୍ଗିରରେ ମଧ୍ୟ ଜଣଙ୍କୁ ଚିହ୍ନଟ କରାଯାଇଛି। ସେ ତେଲେଙ୍ଗାନାରୁ ଫେରି କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଥିବା ବେଳେ ୪୩୬ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୭ ଜଣଙ୍କ ମୃତ୍ୟୁ ଘଟିଛି। ବାକି ୮୨୬ ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story