୯୧ ନୂଆ କରୋନା ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଲେ ସରକାର

ପ୍ରାୟ ସମସ୍ତେ ବାହାର ରାଜ୍ୟରୁ ଫେରିଥିଲେ ବାହାର ରାଜ୍ୟରୁ ଫେରି କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଥିବା ବେଳେ ନୂତନ ଭାବେ ଚିହ୍ନଟ ୯୧ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇ ସେମାନଙ୍କ ସମ୍ପର୍କରେ ତଥ୍ୟ ଦିଆଯାଇଛି। ଏହି ୯୧ଟି କେସ୍‌ ମଧ୍ୟରୁ ଗୋଟିଏ ଆସିଛି କେନ୍ଦ୍ରାପଡ଼ାରୁ। ଆଉ ସେହି ବ୍ୟକ୍ତି ଜଣଙ୍କ […]

corona1

corona1

Jitendra Garnayak
  • Published: Sunday, 17 May 2020
  • Updated: 17 May 2020, 02:05 PM IST
  • ପ୍ରାୟ ସମସ୍ତେ ବାହାର ରାଜ୍ୟରୁ ଫେରିଥିଲେ
  • ବାହାର ରାଜ୍ୟରୁ ଫେରି କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପହଞ୍ଚିଥିବା ବେଳେ ନୂତନ ଭାବେ ଚିହ୍ନଟ ୯୧ ଆକ୍ରାନ୍ତଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇ ସେମାନଙ୍କ ସମ୍ପର୍କରେ ତଥ୍ୟ ଦିଆଯାଇଛି।

ଏହି ୯୧ଟି କେସ୍‌ ମଧ୍ୟରୁ ଗୋଟିଏ ଆସିଛି କେନ୍ଦ୍ରାପଡ଼ାରୁ। ଆଉ ସେହି ବ୍ୟକ୍ତି ଜଣଙ୍କ ସୁରତରୁ ଫେରିଥିଲେ ଏବଂ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଗଞ୍ଜାମରେ ଯେଉଁ ୧୫ ଜଣ ଚିହ୍ନଟ ହୋଇଛନ୍ତି, ସେମାନଙ୍କ ମଧ୍ୟରୁ ୧୪ ଜଣ ସୁରତରୁ ଫେରିଥିଲେ ଏବଂ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଅନ୍ୟ ଜଣେ ବ୍ୟକ୍ତି କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ।

ବଲାଙ୍ଗିରର ୨ ଜଣ ସୁରତରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍‌ରେ ଥିଲେ। ସୁନ୍ଦରଗଡ଼ର ଜଣେ ବ୍ୟକ୍ତି ଆନ୍ଧ୍ରପ୍ରଦେଶରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେଠାକାର ଜିଲ୍ଲାପାଳ ଦେଇଥିବା ସୂଚନା ଅନୁଯାୟୀ, ସେ ଜଣେ ୬୨ ବର୍ଷୀୟ ବୃଦ୍ଧ।

ସମ୍ବଲପୁରରେ ଜଣେ ଚିହ୍ନଟ ହୋଇଥିବା ବେଳେ ସେ ଅହମଦାବାଦରୁ ଫେରିଥିଲେ ଓ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ପୁରୀର ୭ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ଆଉ ୩ ଜଣ ସୁରତରୁ ଫେରିଥିଲେ। ଜଣେ ସ୍ଥାନୀୟ ଅଞ୍ଚଳର। ଏମାନେ ସମସ୍ତେ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ।

ଭଦ୍ରକରେ ଚିହ୍ନଟ ୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ସୁରତରୁ ଫେରିଥିବା ବେଳେ ୮ ଜଣ ପଶ୍ଚମବଙ୍ଗ, ୨ ଜଣ ମହାରାଷ୍ଟ୍ର ଓ ଅନ୍ୟ ଜଣେ ହାଇଦ୍ରାବାଦରୁ ଫେରିଥିଲେ। ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ଖୋର୍ଦ୍ଧାର ୩ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ସୁରତରୁ ଫେରିଥିଲେ ଓ କ୍ୱାରେଣ୍ଟାଣନ୍ ସେଣ୍ଟରରେ ରହୁଥିଲେ। ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର। କଟକର ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୮ ଜଣ ଅହମଦାବଦରୁ, ୨ ଜଣ ସୁରତରୁ, ଜଣେ ପଞ୍ଚିମବଙ୍ଗରୁ ଓ ଅନ୍ୟ ଜଣେ ଆନ୍ଧ୍ର ପ୍ରଦେଶରୁ ଫେରିଥିଲେ ଏବଂ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

କେନ୍ଦୁଝରର ୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁରତରୁ, ଜଣେ ତାମିଲନାଡୁରୁ, ଜଣେ ଆନ୍ଧ୍ରପ୍ରଦେଷରୁ ଓ ଅନ୍ୟ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ। ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।

ବାଲେଶ୍ୱରର ୧୭ ଜଣଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ସୁରତରୁ, ୩ ଜଣ ପଶ୍ଚିମବଙ୍ଗରୁ, ୧୦ ଜଣ ହାଇଦ୍ରାବାଦରୁ ଓ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ। ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର।

ସୂଚନାଯୋଗ୍ୟ, ରାଜ୍ୟର ୮୨୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ସୁସ୍ଥ ହୋଇସାରିଲେଣି। ୬୨୮ ଜଣ ଚିକିତ୍ସାଧୀନ ଅଛନ୍ତି। ୪ ଜଣଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story