କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, ଜାଣନ୍ତୁ, କିପରି ହେବ ପଞ୍ଜୀକରଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଟିକାକରଣ ପାଇଁ ରାଜ୍ୟ ସରକାର ଆରମ୍ଭ କି ଦେଇଛନ୍ତି ଜୋରଦାର ପ୍ରସ୍ତୁତି । କରୋନା ଟିକା ଆସିଲେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀ, ବୟସ୍କ ବ୍ୟକ୍ତି ଓ ବିଭିନ୍ନ ରୋଗରେ ଆକ୍ରାନ୍ତ  ବୟସ୍କ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ଏନେଇ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଲେ ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। କେନ୍ଦ୍ର ସରକାରଙ୍କ ନିୟମ ଅନୁସାରେ ଟିକା ଦେବାକୁ ଆଗୁଆ ନିଜ […]

dddo

dddo

Niharika Rout
  • Published: Tuesday, 15 December 2020
  • Updated: 15 December 2020, 02:23 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଟିକାକରଣ ପାଇଁ ରାଜ୍ୟ ସରକାର ଆରମ୍ଭ କି ଦେଇଛନ୍ତି ଜୋରଦାର ପ୍ରସ୍ତୁତି । କରୋନା ଟିକା ଆସିଲେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀ, ବୟସ୍କ ବ୍ୟକ୍ତି ଓ ବିଭିନ୍ନ ରୋଗରେ ଆକ୍ରାନ୍ତ  ବୟସ୍କ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ଏନେଇ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଲେ ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ।

କେନ୍ଦ୍ର ସରକାରଙ୍କ ନିୟମ ଅନୁସାରେ ଟିକା ଦେବାକୁ ଆଗୁଆ ନିଜ ନାମକୁ ପଞ୍ଜୀକରଣ କରିବାକୁ ପଡିବ । ସ୍ପଟ ପଞ୍ଜିକରଣ ହେବ ନାହିଁ। କେବଳ ପୋର୍ଟାଲରେ ପଞ୍ଜୀକରଣ ହେବ।

କେନ୍ଦ୍ର ସରକାର ଜାରି କରିଥିବା ନିୟମ ଅନୁଯାୟୀ, ପରିଚୟ ପତ୍ର ଦେଇ ପଞ୍ଜୀକରଣ କରିବାକୁ ପଡିବ । ଗୋଟିଏ କେନ୍ଦ୍ରରେ ଶହେରୁ ୨ଶହ ଲୋକଙ୍କୁ ଟୀକା ଦିଆଯିବ । ଟୀକାକରଣକୁ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟସ୍ତରରୁ ବ୍ଳକସ୍ତର ପର୍ଯ୍ୟନ୍ତ ଟାସ୍କଫୋର୍ସ ଗଠନ କରାଯାଇଛି ।

ପ୍ରାଥମିକ ଭାବେ ୩ ଲକ୍ଷରୁ ଅଧିକ ସ୍ୱାସ୍ଥ୍ୟକର୍ମୀଙ୍କୁ ଚିହ୍ନଟ କରାଯାଇଛି । ଟୀକା ଦେବା ପାଇଁ ଯେତିକି ସ୍ୱାସ୍ଥ୍ୟକର୍ମୀ ଆବଶ୍ୟକ ସେତିକି ତାଲିମପ୍ରାପ୍ତ ସ୍ୱାସ୍ଥ୍ୟକର୍ମୀ ଅଛନ୍ତି ବୋଲି ସୂଚନା ଦେଇଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story