ଅଦିନିଆ ଝଡ଼ବର୍ଷାରେ କ୍ଷୟକ୍ଷତି, ରିପୋର୍ଟ ମାଗିଲେ ସରକାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ଆଶଙ୍କା ଲାଗି ରହିଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଅଦିନିଆ ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ସମ୍ପର୍କରେ ରିପୋର୍ଟ ଦେବାକୁ ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।  ପ୍ରଭାବିତ ଲୋକମାନଙ୍କୁ ତୁରନ୍ତ କ୍ଷତିପୂରଣ ଦେବା ନିମନ୍ତେ ଏହି କ୍ଷୟକ୍ଷତି ଆକଳନ ତୁରନ୍ତ ହେବା ଜରୁରୀ ବୋଲି ଜିଲ୍ଲାପାଳମାନଙ୍କୁ କୁହାଯାଇଛି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି କହିଛନ୍ତି ଯେ, ରାଜ୍ୟର ବିଭିନ୍ନ […]

cyclone1-(1)---Copy-1

cyclone1-(1)---Copy-1

Tapas Behera
  • Published: Saturday, 25 April 2020
  • Updated: 25 April 2020, 07:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ସଂକ୍ରମଣ ଆଶଙ୍କା ଲାଗି ରହିଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଅଦିନିଆ ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ସମ୍ପର୍କରେ ରିପୋର୍ଟ ଦେବାକୁ ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।  ପ୍ରଭାବିତ ଲୋକମାନଙ୍କୁ ତୁରନ୍ତ କ୍ଷତିପୂରଣ ଦେବା ନିମନ୍ତେ ଏହି କ୍ଷୟକ୍ଷତି ଆକଳନ ତୁରନ୍ତ ହେବା ଜରୁରୀ ବୋଲି ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି କହିଛନ୍ତି ଯେ, ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ଓ ଘୂର୍ଣ୍ଣିଝଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ଅଦିନିଆ ଝଡ଼ବର୍ଷାରେ ମାଟିଘର, ଫସଲ ଓ ଗୃହପାଳିତ ଜୀବଜନ୍ତୁ ପ୍ରଭାବିତ ହୋଇଥିବା ଜଣାପଡ଼ିଛି। କେତେକ ସ୍ଥାନରେ ଧନଜୀବନ ହାନି ହୋଇଥିବାର ଆଶଙ୍କା ରହିଛି। ତେଣୁ ପ୍ରଭାବିତ ଲୋକମାନଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ଦେବା ପାଇଁ କ୍ଷୟକ୍ଷତି ଆକଳନ କରାଯିବା ଜରୁରୀ ହୋଇପଡ଼ିଛି। ଏଥିପାଇଁ କ୍ଷୟକ୍ଷତିର ଆକଳନ କରି କେତେ ଅର୍ଥ ଆବଶ୍ୟକ ତା’ର ତୁରନ୍ତ ରିପୋର୍ଟ ପଠାଇଲେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏସଡିଆରଏଫ)ରୁ ସେହି ଅର୍ଥ ଯୋଗାଇ ଦିଆଯିବ ବୋଲି ଶ୍ରୀ ଜେନା କହିଛନ୍ତି।

ସୂଚନାଯୋଗ୍ୟ, ଗତ ୨-୩ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଅଦିନିଆ ଝଡ଼ବର୍ଷା ଯୋଗୁ ଚାଳଛପର ଘର ସହ ଫସଲ, ଗୃହପାଳିତ ପଶୁ ଓ କେତେକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story