ବିଜେପୁର ସହ ଦୁଇ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ହରିଆନା ଓ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଆଜି ବିଗୁଲ ବାଜିଛି। ଦେଶର ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଅକ୍ଚୋବର ୨୧ ତାରିଖରେ ଏହି ଦୁଇ ରାଜ୍ୟରେ ଭୋଟ୍‌ ଗ୍ରହଣ ହେବ ଓ ୨୪ ତାରିଖରେ ଭୋଟ୍ ଗଣତି ହେବ। ଏହା ସହିତ ଏହି ଦୁଇ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଯାଇଛି।  ସୂଚନାଯୋଗ୍ୟ, ନଭେମ୍ୱର ୨ରେ ହରିଆନା ଏବଂ ନଭେମ୍ୱର […]

sunil arora

sunil arora

Subhransu Sekhar
  • Published: Saturday, 21 September 2019
  • Updated: 21 September 2019, 02:05 PM IST

Sports

Latest News

ନୂଆଦିଲ୍ଲୀ: ହରିଆନା ଓ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ଆଜି ବିଗୁଲ ବାଜିଛି। ଦେଶର ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଅକ୍ଚୋବର ୨୧ ତାରିଖରେ ଏହି ଦୁଇ ରାଜ୍ୟରେ ଭୋଟ୍‌ ଗ୍ରହଣ ହେବ ଓ ୨୪ ତାରିଖରେ ଭୋଟ୍ ଗଣତି ହେବ। ଏହା ସହିତ ଏହି ଦୁଇ ରାଜ୍ୟରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଯାଇଛି।  ସୂଚନାଯୋଗ୍ୟ, ନଭେମ୍ୱର ୨ରେ ହରିଆନା ଏବଂ ନଭେମ୍ୱର ୯ରେ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେଉଛି।

ଏହି ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ସହିତ ଅନ୍ୟ ରାଜ୍ୟଗୁଡ଼ିକରେ ୬୪ଟି ବିଧାନସଭା ଆସନ ପାଇଁ ଅକ୍ଟୋବର ୨୧ ତାରିଖରେ ଉପ ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ। ଆଉ ଏହି କ୍ରମରେ ଓଡ଼ିଶାର ବରଗଡ଼ ଲୋକସଭା ଆସନ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହେବ।୨୦୧୯ ସାଧାରଣ ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମର ହିଞ୍ଜିଳି ସହିତ ବରଗଡ଼ର ବିଜେପୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରୁ ଜିତିବା ପରେ ସେ ବିଜେପୁର ଆସନ ଛାଡ଼ି ଦେଇଥିଲେ। ବିଜେଡି ଏଥିର ପୂର୍ବତନ ବିଧାୟକ ରୀତା ସାହୁଙ୍କୁ ଏଠାରୁ ପ୍ରାର୍ଥୀ କରିବ।

ମୁଖ୍ୟ ନିର୍ବାଚନ କମିଶନ୍‌ଙ୍କ ସୂଚନା ଅନୁଯାୟୀ, ବିଜେପୁର ଉପ-ନିର୍ବାଚନ ପାଇଁ ସେପ୍ଟେମ୍ବର ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ସେପ୍ଟେମ୍ବର ୩୦ ତାରିଖ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେବ। ଅକ୍ଟୋବର ୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ଅକ୍ଟୋବର ୩ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ହେବ। ୨୧ରେ ଭୋଟ୍ ହେବ ଓ ୨୪ ତାରିଖରେ ଭୋଟ୍ ଗଣତି ହେବ।

ଅନ୍ୟପକ୍ଷରେ ମହାରାଷ୍ଟ୍ର ଓ ହରିଆଣାରେ ବିଧାନସଭା ନିର୍ବାଚନ ପାଇଁ ସେପ୍ଟେମ୍ବର ୨୭ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ପ୍ରାର୍ଥିପତ୍ର ଦାଖଲ କରିବାର ଅନ୍ତିମ ତାରିଖ ଅକ୍ଚୋବର ୪ ତାରିଖକୁ ସ୍ଥିର କରାଯାଇଛି। ଅକ୍ଟୋବର ୫ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ଅକ୍ଟୋବର ୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ। ୧୯ ତାରିଖରେ ପ୍ରଚାର ଶେଷ ହେବ। 

ନିର୍ବାଚନରେ ଭାଗ ନେବାକୁ ଥିବା ପ୍ରାର୍ଥୀ ସମସ୍ତ ଅସ୍ତ୍ରଶସ୍ତ୍ର ସମର୍ପଣ କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ନିର୍ବାଚନ ବେଳେ ସୋଶାଲ ମିଡିଆ ଉପରେ ମଧ୍ୟ କଡ଼ା ନଜର ରଖାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନର କହିଛନ୍ତି।

ତେବେ ଝାଡ଼ଖଣ୍ଡ ବିଧାନସଭା ପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇନାହିଁ। ଡିସେମ୍ୱରରେ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ହେବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story