ପିଏସ୍‌ୟୁରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିଏସ୍‌ୟୁରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଉଦ୍ୟୋଗରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଆଜି ଏ ଘୋଷଣା କରାଯାଇଛି। ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୨ ପ୍ରତିଶତ ବଢ଼ାଇଛନ୍ତି। ଏହି ବୃଦ୍ଧି ପରେ ପିଏସ୍‌ୟୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୯%କୁ ବୃଦ୍ଧି ପାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

psu

psu

Jitendra Garnayak
  • Published: Monday, 05 November 2018
  • Updated: 05 November 2018, 02:32 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିଏସ୍‌ୟୁରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଲା। ରାଜ୍ୟ ସରକାରଙ୍କ ଅଧୀନରେ ଥିବା ଉଦ୍ୟୋଗରେ କାର୍ଯ୍ୟରତ କର୍ମଚାରୀଙ୍କ ପାଇଁ ଆଜି ଏ ଘୋଷଣା କରାଯାଇଛି।

ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୨ ପ୍ରତିଶତ ବଢ଼ାଇଛନ୍ତି। ଏହି ବୃଦ୍ଧି ପରେ ପିଏସ୍‌ୟୁ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୯%କୁ ବୃଦ୍ଧି ପାଇଛି।

ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story