କୋଭିଡ୍ ଟୀକାକରଣ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ ଟୀକାକରଣ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ଆଜି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍ ସମ୍ବନ୍ଧୀୟ ସଚେତନତାର ବ୍ୟାପକ ପ୍ରସାର ସହ ଟୀକାକରଣ ପାଇଁ ସମୟୋଚିତ ପଦକ୍ଷେପ ନେବାକୁ ମଧ୍ୟ କହିଛନ୍ତି। ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଭିଡ୍ ଟୀକାକରଣ ଷ୍ଟିୟରିଂ କମିଟି ବୈଠକରେ ଜିଲ୍ଲାପାଳମାନଙ୍କୁ ଟୀକାକରଣ କାର୍ଯ୍ୟ ନିମନ୍ତେ ଜିଲ୍ଲା ଓ ବ୍ଲକସ୍ତରରେ ବ୍ୟାପକ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। […]

Coronavirus-vaccine

Coronavirus-vaccine

Tapas Behera
  • Published: Tuesday, 22 December 2020
  • Updated: 22 December 2020, 09:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ ଟୀକାକରଣ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ଆଜି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍ ସମ୍ବନ୍ଧୀୟ ସଚେତନତାର ବ୍ୟାପକ ପ୍ରସାର ସହ ଟୀକାକରଣ ପାଇଁ ସମୟୋଚିତ ପଦକ୍ଷେପ ନେବାକୁ ମଧ୍ୟ କହିଛନ୍ତି।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଭିଡ୍ ଟୀକାକରଣ ଷ୍ଟିୟରିଂ କମିଟି ବୈଠକରେ ଜିଲ୍ଲାପାଳମାନଙ୍କୁ ଟୀକାକରଣ କାର୍ଯ୍ୟ ନିମନ୍ତେ ଜିଲ୍ଲା ଓ ବ୍ଲକସ୍ତରରେ ବ୍ୟାପକ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି। ଟୀକାକରଣ କାର୍ଯ୍ୟରେ ନିୟୋଜିତ ଥିବା କର୍ମଚାରୀମାନଙ୍କୁ ଠିକ୍ ଭାବେ ତାଲିମ ଦେବା ଓ ଆବଶ୍ୟକ ପଡ଼ିଲେ ବିଭିନ୍ନ ବ୍ଲକଗୁଡ଼ିକୁ ଯାଇ ସମୟୋଚିତ ପଦକ୍ଷେପର ପ୍ରସ୍ତୁତିକୁ ଅନୁଧ୍ୟାନ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି।

ସେହିପରି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କୋଭିଡ୍ ଟୀକାକଣ କାର୍ଯ୍ୟକ୍ରମ ସମ୍ବନ୍ଧରେ ବିସ୍ତୃତ ସୂଚନା ଦେବା ସହ ଯେକୌଣସି ପାଶ୍ୱର୍ପ୍ରତିକ୍ରିୟାକୁ ଦକ୍ଷତାର ସହ କିଭଳି ମୁକାବିଲା କରାଯାଇ ପାରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଉଚ୍ଚ ପଦାଧିକାରୀ, ସମସ୍ତ ନିର୍ଦ୍ଦେଶକ, ସବୁ ଜିଲ୍ଲାର ଜିଲ୍ଲାପାଳ, ସିଡିଏମଓ ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।
ସୂଚନାଯୋଗ୍ୟ, ରାଜ୍ୟରେ ଟୀକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଓ ଅଙ୍ଗନୱାଡ଼ି କର୍ମୀ ଏବଂ ବରିଷ୍ଠ ବ୍ୟକ୍ତିଙ୍କୁ ଟୀକା ଦେବା ନିମନ୍ତେ ନିଷ୍ପତ୍ତି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story