୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ୬ ଜଣ ବହିଷ୍କୃତ

ଭୁବନେଶ୍ୱର(ଓଡିଶା ରିପୋର୍ଟର):ଦୁର୍ନୀତି ବିକାଶର ସବୁଠାରୁ ବଡ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡା ଆଭିମୁଖ୍ୟ ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ୬ଜଣ ଅଧିକାରଙ୍କୁ ଚାକିରୀରୁ ବରଖାସ୍ତ କରିବା ସହ ସେମାନଙ୍କ ପେନ‌୍‍ସନ ମଧ୍ୟ ବନ୍ଦ କରିବା ପାଇଁ ନିଦ୍ଦେର୍ଶ ଦେଇଛନ୍ତି। ଏହାଛଡା ୨ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗତ ଅଗଷ୍ଟ ମାସରୁ ଏପର୍ଯ୍ୟନ୍ତ ୭୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଥିଲାବେଳେ ୧୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଆଜି ଦୁର୍ନୀତି ବିରୋଧୀ […]

suspend_

suspend_

Niharika Rout
  • Published: Monday, 24 February 2020
  • Updated: 24 February 2020, 02:38 PM IST

Sports

Latest News

ଭୁବନେଶ୍ୱର(ଓଡିଶା ରିପୋର୍ଟର):ଦୁର୍ନୀତି ବିକାଶର ସବୁଠାରୁ ବଡ ପ୍ରତିବନ୍ଧକ। ତେଣୁ ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡା ଆଭିମୁଖ୍ୟ ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ୬ଜଣ ଅଧିକାରଙ୍କୁ ଚାକିରୀରୁ ବରଖାସ୍ତ କରିବା ସହ ସେମାନଙ୍କ ପେନ‌୍‍ସନ ମଧ୍ୟ ବନ୍ଦ କରିବା ପାଇଁ ନିଦ୍ଦେର୍ଶ ଦେଇଛନ୍ତି। ଏହାଛଡା ୨ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଗତ ଅଗଷ୍ଟ ମାସରୁ ଏପର୍ଯ୍ୟନ୍ତ ୭୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଥିଲାବେଳେ ୧୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଆଜି ଦୁର୍ନୀତି ବିରୋଧୀ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଥିବା ଲାଞ୍ଚୁଆ ଅଧିକାରୀମାନଙ୍କ ମଧ୍ୟରେ ଅଛନ୍ତି ଓବିସିସିର ପୂର୍ବତନ ଯନ୍ତ୍ରୀ ମୁଖ୍ୟ ତଥା ପରିଚାଳନା ନିଦ୍ଦେର୍ଶକ ସୁଧିର କୁମାର ବଜେନ୍ଦ୍ର ନାରାୟଣ। ତାଙ୍କର ପେନ‌୍‍ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।

ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ତଥା ଓବିସିସିର ବରିଷ୍ଠ ପ୍ରୋଜେକ୍ଟ ମ୍ୟାନେଜର ଅରୁଣ ଚରଣ ପରିଡା,  ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ସବ‌୍‍ ଡିଭିଜନ କାମାକ୍ଷାନଗରର ପ୍ରମୋଦ କୁମାର ବେହେରା, ପୁରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ବ୍ରଜସୁନ୍ଦର ପଟ୍ଟନାୟକ, କଟକ ମହାନଗର ନିଗମର ଅବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ଖଗେଶ୍ୱର ସ୍ୱାଇଁ ଏବଂ ସମ୍ୱଲପୁର ରାସ୍ତା ଓ କୋଠାବାଡି ଡିଭିଜନର ଅବସରପ୍ରାପ୍ତ ଅଧୀକ୍ଷଣ ଯନ୍ତ୍ରୀ ବିବେକାନନ୍ଦ ମହାନ୍ତି।

ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ଦୁଇ ଜଣ ଅଧିକାର ହେଲେ କଳାହାଣ୍ଡି ଜିଲ୍ଲା କୋକସରା ତହସିଲର ରେଭେନ୍ୟୁ ଇନ‌୍‍ସପେକ୍ଟର ଇଶ୍ୱରୀ ପ୍ରସାଦ ପୁରୋହିତ ଏବଂ ସୋନପୁର ଜିଲ୍ଲା ବୀରମହାରାଜପୁର ତହସିଲର ରେଭେନ୍ୟୁ ଇନ‌୍‍ସପେକ୍ଟର ଅରୁଣ କୁମାର ପୁରୋହିତ। ଏହି ଦୁଇଜଣ ଏକାଧିକବାର ଭିଜିଲାନ‌୍‍ସ ଦ୍ୱାରା ଧରା ପଡି ଜେଲ ଯାଇଛନ୍ତି।

ଏହିସବୁ ଅଧିକାରୀମାନେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story