ଏସପ୍ଲାନେଡ୍ ମଲ୍ ପରି ଆଉ ୩ଟି ସ୍ଥାନରେ ଦିଆଯିବ ଟିକା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ନିଆଯାଉଛି ପଦକ୍ଷେପ । ଏସପ୍ଲାନେଡ୍ ମଲ୍ ପରି ଆଉ ୩ଟି ସ୍ଥାନ ବିଏମସି ନିର୍ଦ୍ଧାରଣ କରିଛି। ସେଠାରେ ଲୋକେ ଯାଇ ଭ୍ୟାକ୍ସିନ ନେଇପାରିବେ । ଖୁବ୍‌ଶୀଘ୍ର ଏ ସଂପର୍କରେ ସୂଚନା ଦିଆଯିବ ବୋଲି ବିଏମ୍ସି କମିଶନର ସୂଚନା ଦେଇଛନ୍ତି। ଅନ୍ୟପଟେ ମାତ୍ର ୧୦୦ ଟଙ୍କା ପ୍ରୋସେସିଂ ଫି ଦେଇ ଘରୋଇ ହସ୍ପିଟାଲରେ ଭ୍ୟାକ୍ସିନ୍ ନେଇ ହେବ ବୋଲି କହିଥିଲେ ସରକାର । ତେବେ ବିଏମସି ପକ୍ଷରୁ ଏଯାଏଁ […]

vaccine

vaccine

Tapas Behera
  • Published: Monday, 10 May 2021
  • Updated: 10 May 2021, 04:19 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ନିଆଯାଉଛି ପଦକ୍ଷେପ । ଏସପ୍ଲାନେଡ୍ ମଲ୍ ପରି ଆଉ ୩ଟି ସ୍ଥାନ ବିଏମସି ନିର୍ଦ୍ଧାରଣ କରିଛି। ସେଠାରେ ଲୋକେ ଯାଇ ଭ୍ୟାକ୍ସିନ ନେଇପାରିବେ । ଖୁବ୍‌ଶୀଘ୍ର ଏ ସଂପର୍କରେ ସୂଚନା ଦିଆଯିବ ବୋଲି ବିଏମ୍ସି କମିଶନର ସୂଚନା ଦେଇଛନ୍ତି। ଅନ୍ୟପଟେ ମାତ୍ର ୧୦୦ ଟଙ୍କା ପ୍ରୋସେସିଂ ଫି ଦେଇ ଘରୋଇ ହସ୍ପିଟାଲରେ ଭ୍ୟାକ୍ସିନ୍ ନେଇ ହେବ ବୋଲି କହିଥିଲେ ସରକାର ।

ତେବେ ବିଏମସି ପକ୍ଷରୁ ଏଯାଏଁ ଘରୋଇ ହସ୍ପିଟାଲକୁ କୌଣସି ଟିକା ଦିଆଯାଇନାହିଁ । ବିଏମ୍ସି ପାଖକୁ ମାତ୍ର  ଦେଢ଼ ଲକ୍ଷ ଟିକା ଆସିଥିଲା । ଟିକାକରଣ ପାଇଁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍ଲଟ୍ ବୁକିଂ ସରିଥିବାରୁ ସେଗୁଡିକ କ୍ୟାନ୍ସଲ କରିହେବ ନାହିଁ । ଫଳରେ ଘରୋଇ ହସ୍ପିଟାଲକୁ ଟିକା ଦିଆଯାଇ ନ ଥିବା ବିଏମ୍ସି କମିଶନର କହିଛନ୍ତି ।

ତେବେ ଟିକା ଆସିଲେ ଘରୋଇ ହସ୍ପିଟାଲକୁ ଏହା ଯୋଗାଇ ଦିଆଯିବ । ଟିକା ପ୍ରଦାନ ପାଇଁ ବିଏମ୍ସି ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୩୧ଟି ହସ୍ପିଟାଲକୁ ସିଲେକ୍ସନ କରାଯାଇଥିଲା । ବର୍ତ୍ତମାନ ରାଜଧାନୀରେ ପାଖାପାଖି ୫ ଲକ୍ଷ ଲୋକେ ପ୍ରଥମ ଏବଂ ଦ୍ୱିତୀୟ ଡୋଜ୍ ଟିକା ନେଇ ସାରିଲେଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story