ଶିଶୁ କନ୍ୟାର ମୃତଦେହକୁ ଝୁଣି ଖାଇଲା କୁକୁର

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଗରେ ଏକ ଶିଶୁ କନ୍ୟାର ମୃତଦେହକୁ କୁକୁର ଝୁଣି ଖାଉଥିବା ଦେଖିବାକୁ ମିଳିଛି। ଦୁଇ ଜଣ ଯୁବକ ଡାକ୍ତରଖାନାରୁ ଘରକୁ ଯାଉଥିବା ବେଳେ ରାସ୍ତା ଉପରେ  କୁକୁରଟି  ମୃତଦେହ ଖାଉଥିବା ଦେଖିବାକୁ ପାଇଥିଲେ। ପରେ ସେମାନେ  କୁକୁରକୁ ଗୋଡ଼ାଇବାରୁ କୁକୁରଟି ଶିଶୁ କନ୍ୟାର ଗୋଡ଼ ନେଇ ପଳାଇ ଯାଇଥିଲା। ଏହାପରେ ସ୍ଥାନୀୟ ଲୋକେ ଏବଂ ଡାକ୍ତରଖାନାର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ […]

dog

dog

Jyoshna Pradhan
  • Published: Thursday, 06 June 2019
  • Updated: 06 June 2019, 08:49 AM IST

Sports

Latest News

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଗରେ ଏକ ଶିଶୁ କନ୍ୟାର ମୃତଦେହକୁ କୁକୁର ଝୁଣି ଖାଉଥିବା ଦେଖିବାକୁ ମିଳିଛି। ଦୁଇ ଜଣ ଯୁବକ ଡାକ୍ତରଖାନାରୁ ଘରକୁ ଯାଉଥିବା ବେଳେ ରାସ୍ତା ଉପରେ  କୁକୁରଟି  ମୃତଦେହ ଖାଉଥିବା ଦେଖିବାକୁ ପାଇଥିଲେ। ପରେ ସେମାନେ  କୁକୁରକୁ ଗୋଡ଼ାଇବାରୁ କୁକୁରଟି ଶିଶୁ କନ୍ୟାର ଗୋଡ଼ ନେଇ ପଳାଇ ଯାଇଥିଲା। ଏହାପରେ ସ୍ଥାନୀୟ ଲୋକେ ଏବଂ ଡାକ୍ତରଖାନାର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପୁଲିସ୍‌କୁ ଖବର ଦେଇଥିଲେ।

ପୁଲିସ୍ ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ଡାକ୍ତରଖାନା କର୍ମଚାରୀଙ୍କ ଖାମଖିଆଲି ଯୋଗୁ ଏଭଳି ଘଟଣା ଘଟିଛି ବୋଲି ସାଧାରଣରେ କୁହାଯାଉଛି। ଏନେଇ ସୋର ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story