‘କରୋନା ରୋଗୀ ଭୟଭୀତ ହେଲେ, ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇବ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ରୋଗୀ ଭୟଭୀତ ହେଲେ ରୋଗ ଅଧିକ ଆକ୍ରାନ୍ତ କରିବ। ଭୟଭୀତ ହେଲେ, ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ। ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ହେଲେ କରୋନା ଅଧିକ ଆକ୍ରାମକ ହୁଏ। ତେଣୁ ଆଦୌ ଭୟ ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ସେବନ କରନ୍ତୁ। ନିଜକୁ ବିଭିନ୍ନ କାମରେ ନିୟୋଜିତ କରନ୍ତୁ, ଶାରୀରିକ ପରିଶ୍ରମ କରନ୍ତୁ ବୋଲି ଏସ୍‌ସିବି ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର ସାରଦା ସ୍ୱାଇଁ କହିଛନ୍ତି। ସେ ଆହୁରି […]

Dr-Sarada-Prassana-Swain

Dr-Sarada-Prassana-Swain

Manoranjan Sial
  • Published: Wednesday, 12 May 2021
  • Updated: 12 May 2021, 05:07 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ରୋଗୀ ଭୟଭୀତ ହେଲେ ରୋଗ ଅଧିକ ଆକ୍ରାନ୍ତ କରିବ। ଭୟଭୀତ ହେଲେ, ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଇଥାଏ। ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ହେଲେ କରୋନା ଅଧିକ ଆକ୍ରାମକ ହୁଏ। ତେଣୁ ଆଦୌ ଭୟ ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ସେବନ କରନ୍ତୁ। ନିଜକୁ ବିଭିନ୍ନ କାମରେ ନିୟୋଜିତ କରନ୍ତୁ, ଶାରୀରିକ ପରିଶ୍ରମ କରନ୍ତୁ ବୋଲି ଏସ୍‌ସିବି ମାନସିକ ରୋଗ ବିଶେଷଜ୍ଞ ପ୍ରଫେସର ସାରଦା ସ୍ୱାଇଁ କହିଛନ୍ତି।

ସେ ଆହୁରି କହିଛନ୍ତି-“ଡାକ୍ତରୀ ଔଷଧ ସହ ଯୋଗ, ପ୍ରାଣାୟମ ଓ ୱାକିଂ କରିବା ଉଚିତ। ମାନସିକ ରୋଗୀ କରୋନା ଆକ୍ରାନ୍ତ ହେଲେ ଉଭୟ ଔଷଧ ଖାଇପାରିବେ। କରୋନା ପାଇଁ ଔଷଧ ଓ ମାନସିକ ରୋଗ ପାଇଁ ଔଷଧ ଖାଇପାରିବେ। ମାନସିକ ରୋଗୀ ମଧ୍ୟ ଟିକା ନେଇପାରିବେ।”

ଆଜି ମହାମାରୀ କରୋନା ୧୭ ଜୀବନ ନେଇଥିବା ବେଳେ ୧୦,୯୮୨ ଜଣଙ୍କୁ ନିଜ ଫାସରେ ଫସାଇଛି। ୧୦,୯୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୬୧୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୪୮୩୩ ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୩୯ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୬୪ ଓ କଟକରୁ ୮୮୫ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୫୩୯, ସମ୍ବଲପୁରରୁ ୪୫୪, ବରଗଡ଼ରୁ ୪୩୧, ବଲାଙ୍ଗିରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡ଼ାରୁ ୩୮୦, ନୂଆପଡ଼ାରୁ ୩୭୮, କଳାହାଣ୍ଡିରୁ ୩୭୦, ଯାଜପୁରରୁ ୩୪୯, ନବରଙ୍ଗପୁରରୁ ୩୩୫, ବାଲେଶ୍ୱରରୁ ୩୦୩, କେନ୍ଦୁଝରରୁ ୨୫୩, ମୟୂରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୁବର୍ଣ୍ଣପୁରରୁ ୨୧୫, ରାୟଗଡ଼ାରୁ ୨୧୨, କୋରାପୁଟରୁ ୧୯୫, ନୟାଗଡ଼ରୁ ୧୯୨, ଢେଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡ଼ାରୁ ୧୪୧, କନ୍ଧମାଳରୁ ୧୩୪, ଦେବଗଡ଼ରୁ ୧୨୭, ଗଜପତିରୁ ୧୧୧ ଓ ମାଲକାନଗିରିରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ ପୁଲ୍‌ରୁ ୩୩୨ ଜଣ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story