ଆଜିଠୁ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହ ବନ୍ଦ ହେବ କୋର୍ଟ କଚେରୀ

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପୁନଃପ୍ରତିଷ୍ଠା ଦାବି ତୀବ୍ର ହେଉଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ତହସିଲ ଏବଂ କୋର୍ଟକୁ ବନ୍ଦ କରିବାକୁ ଜିଲ୍ଲା ଓକିଲ ସଂଘ ନିଷ୍ପତ୍ତି ନେଇଛି। ଗତକାଲି ବଲାଙ୍ଗିର ଜିଲ୍ଲାରେ ୨୪ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଫଳରେ ବଲାଙ୍ଗିର ସହରର ସମସ୍ତ ସରକାରୀ ଓ ଘରୋଇ ପ୍ରତିଷ୍ଠାନ ବନ୍ଦ ରହିଥିଲା। ଏହା ପୂର୍ବରୁ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ କେନ୍ଦ୍ରୀୟ […]

55

55

Jyoshna Pradhan
  • Published: Tuesday, 04 December 2018
  • Updated: 04 December 2018, 02:17 PM IST

Sports

Latest News

ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପୁନଃପ୍ରତିଷ୍ଠା ଦାବି ତୀବ୍ର ହେଉଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ତହସିଲ ଏବଂ କୋର୍ଟକୁ ବନ୍ଦ କରିବାକୁ ଜିଲ୍ଲା ଓକିଲ ସଂଘ ନିଷ୍ପତ୍ତି ନେଇଛି।

ଗତକାଲି ବଲାଙ୍ଗିର ଜିଲ୍ଲାରେ ୨୪ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଫଳରେ ବଲାଙ୍ଗିର ସହରର ସମସ୍ତ ସରକାରୀ ଓ ଘରୋଇ ପ୍ରତିଷ୍ଠାନ ବନ୍ଦ ରହିଥିଲା।

ଏହା ପୂର୍ବରୁ ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍ ପ୍ରତିଷ୍ଠା ଦାବିରେ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାବନ୍ଦ ପାଳନ କରାଯାଇଥିଲା। ଏଥିରେ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼ ଓ ସୁବର୍ଣ୍ଣପୁର ଜିଲ୍ଲା ସାମିଲ ହୋଇଥିଲେ। ଦୁଇ ଦିନ ଧରି ଏ ସବୁ ସ୍ଥାନରେ ବନ୍ଦ ପାଳନ ହୋଇଥିଲା। ତେବେ ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଏଥିରେ ସାମିଲ ହୋଇ ନଥିଲେ। ସେହିପରି ରାଉରକେଲା ଓ ବରଗଡ଼ ସହରରେ ମଧ୍ୟ ବନ୍ଦର ପ୍ରଭାବ ଦେଖିବାକୁ ମିଳି ନଥିଲା।

ଅଧିକ ପଢ଼ନ୍ତୁ-ତେଜିଲା ହାଇକୋର୍ଟ ସ୍ଥାୟୀ ବେଞ୍ଚ୍‌ ପୁନଃପ୍ରତିଷ୍ଠା ଦାବି; ବଲାଙ୍ଗିରରେ ୨୪ ଘଣ୍ଟିଆ ବନ୍ଦ

https://youtu.be/Lp0gIVykNH8

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story