ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବି; ଆଜି ବିଭିନ୍ନ ଜିଲ୍ଲାରେ ବିଜେପିର ବନ୍ଦ ଡାକରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି  ଦିନକୁ ଦିନ ଜୋର ଧରୁଛି  ।  ଏହା ପ୍ରତିବାଦରେ ବିଭିନ୍ନ ଜିଲ୍ଲାରେ ଆନ୍ଦୋଳନ ଜାରି ରଖିଛି ବିଜେପି । ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଆଜି ବିଭିନ୍ନ ଜିଲ୍ଲାରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା  ୬ଟା ପର୍ଯ୍ୟନ୍ତ କେନ୍ଦ୍ରାପଡା, ବାଲେଶ୍ୱର, ଜଗତସିଂହପୁର ଓ ବୌଦ୍ଧ ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବେ […]

strike

strike

Niharika Rout
  • Published: Saturday, 30 October 2021
  • Updated: 30 October 2021, 02:30 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି  ଦିନକୁ ଦିନ ଜୋର ଧରୁଛି  ।  ଏହା ପ୍ରତିବାଦରେ ବିଭିନ୍ନ ଜିଲ୍ଲାରେ ଆନ୍ଦୋଳନ ଜାରି ରଖିଛି ବିଜେପି ।

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଆଜି ବିଭିନ୍ନ ଜିଲ୍ଲାରେ ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା  ୬ଟା ପର୍ଯ୍ୟନ୍ତ କେନ୍ଦ୍ରାପଡା, ବାଲେଶ୍ୱର, ଜଗତସିଂହପୁର ଓ ବୌଦ୍ଧ ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ନେଇ ଡାକରା ଦେଇଛି ବିଜେପି । ହେଲେ ବନ୍ଦରୁ ବାଦ ପଡିବ ଅତ୍ୟାବଶ୍ୟକ ଆମ୍ବୁଲାନ୍ସ ଏବଂ ଜରୁରୀକାଳିନ ସେବା  ।

ଭଦ୍ରକ ଜିଲ୍ଲାରେ ମଧ୍ୟ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି ଦଳ । ତେବେ ଜରୁରୀ ସେବା ଯୋଗାଣକାରୀ ସଂସ୍ଥା ସବୁକୁ ଏହି ବନ୍ଦରୁ ବାଦ ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos