ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଚାଲିଗଲା ଜୀବନ

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ପୋଖରୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଦେଓଗଡ ବାରକୋଟ ଝରବାହାଳ ଆଶ୍ରମ ସ୍କୁଲରେ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଘନଶ୍ୟାମ ସାହୁ। ଆଶ୍ରମ ସ୍କୁଲର ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଛାତ୍ର ଏବଂ ଶିକ୍ଷକମାନେ ପୋଖରୀକୁ ଯାଇଥିଲେ। ଏହି ସମୟରେ ପୋଖରୀରେ ଘନଶ୍ୟମଙ୍କ ପାଦ ଖସି ଯାଇଥିଲା। ତାଙ୍କୁ ଉଦ୍ଧାର କରି ବାରକୋଟ ଡାକ୍ତରଖାନାକୁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ […]

deogarh

deogarh

Rakesh Mallick
  • Published: Sunday, 16 September 2018
  • Updated: 16 September 2018, 12:43 PM IST

Sports

Latest News

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ପୋଖରୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ଦେଓଗଡ ବାରକୋଟ ଝରବାହାଳ ଆଶ୍ରମ ସ୍କୁଲରେ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଘନଶ୍ୟାମ ସାହୁ।
ଆଶ୍ରମ ସ୍କୁଲର ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଛାତ୍ର ଏବଂ ଶିକ୍ଷକମାନେ ପୋଖରୀକୁ ଯାଇଥିଲେ। ଏହି ସମୟରେ ପୋଖରୀରେ ଘନଶ୍ୟମଙ୍କ ପାଦ ଖସି ଯାଇଥିଲା। ତାଙ୍କୁ ଉଦ୍ଧାର କରି ବାରକୋଟ ଡାକ୍ତରଖାନାକୁ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story