ସୁରଟ:ସୁଦୂର ସୁରଟ୍ରେ ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି ଓଡ଼ିଆ ଛାତ୍ର। ମୃତ ଛାତ୍ରଙ୍କ ନାଁ କିଶନ । ସେ ତାଙ୍କ ପରିବାର ସହ ସୁରତରେ ରହୁଥିଲେ। ଦଶମ ଶ୍ରେଣୀରେ ପଢୁଥିବା ଛାତ୍ର କିଶନ ନିଜର ସାଙ୍ଗ ସହ ଗାଧୋଇବା ପାଇଁ ନିକଟସ୍ଥ ପୋଖରୀକୁ ଯାଇଥିଲେ।
ଗାଧୋଇବାବେଳେ କିଶନର ଗୋଡ଼ ଖସିଯିବାରୁ ସେ ଗଭୀର ପାଣିକୁ ଚାଲି ଯାଇଥିଲା। ସାଙ୍ଗକୁ ବୁଡ଼ି ଯାଉଥିବା ଦେଖି ଅନ୍ୟ ପିଲାଟି ତାକୁ ଟାଣି ଆଣିବାକୁ ଚେଷ୍ଟା କରିଥିଲା। ଫଳରେ ଉଭୟେ ପୋଖରୀ ଭତରକୁ ଚାଲି ଯାଇଥିଲେ। ଉଭୟଙ୍କର ମୃତ୍ୟୁ ଘଟିଛି।
ସୂଚନାଥାଉ କି, କିଶନଙ୍କ ମା’ ଏବଂ ଭାଇ ସୁରଟର ଏକ ଘରୋଇ କମ୍ପାନୀରେ କାମ କରନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।