ବୈଜୟନ୍ତଙ୍କ ହେଲିକପ୍ଟର ସିଜ୍‌କୁ ବିରୋଧ

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହେଲିକପ୍ଟର ଓ ଡ୍ୟାଙ୍ଗର୍‌ ସିଜ୍‌ ହେବା ଘଟଣାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି। ଆଜି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକର ସାତମାଇଲ ଛକଠାରେ ହିନ୍ଦୋଳ ଛାତ୍ର ଯୁବ ପରିଷଦ ପକ୍ଷରୁ ଏକ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ସାମିଲ ହୋଇ ରାଜ୍ୟ ସରକାରଙ୍କ ଏପରି କାର୍ଯ୍ୟକୁ ବିରୋଧ କରି ପ୍ରତିବାଦ କରିଥିଲେ। ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ […]

dhenkanal

dhenkanal

Rakesh Mallick
  • Published: Monday, 24 September 2018
  • Updated: 24 September 2018, 08:02 PM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହେଲିକପ୍ଟର ଓ ଡ୍ୟାଙ୍ଗର୍‌ ସିଜ୍‌ ହେବା ଘଟଣାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି। ଆଜି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକର ସାତମାଇଲ ଛକଠାରେ ହିନ୍ଦୋଳ ଛାତ୍ର ଯୁବ ପରିଷଦ ପକ୍ଷରୁ ଏକ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି। ଏଥିରେ ଶତାଧିକ ଛାତ୍ରଛାତ୍ରୀ ସାମିଲ ହୋଇ ରାଜ୍ୟ ସରକାରଙ୍କ ଏପରି କାର୍ଯ୍ୟକୁ ବିରୋଧ କରି ପ୍ରତିବାଦ କରିଥିଲେ।
ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ଏହା ଏକ ଷଡ଼ଯନ୍ତ୍ର ବୋଲି ହିନ୍ଦୋଳ ଛାତ୍ର ଯୁବ ପରିଷଦ ପକ୍ଷରୁ ଅଭିଯୋଗ କରାଯାଇଛି। ଆଗାମୀ ଦିନରେ ଏହି ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ପରିଷଦ ପକ୍ଷରୁ ଚେତାବନୀ ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story