ସରାଙ୍ଗ ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଛାତ୍ର ଅଶାନ୍ତି

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସରାଙ୍ଗସ୍ଥିତ ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗତକାଲି ବିଳମ୍ୱିତ ରାତିରେ ସଂଘର୍ଷ ଘଟିଛି। ଏଥିରେ ୫ ଜଣ ଛାତ୍ର ଆହତ ହୋଇଛନ୍ତି । ସମସ୍ତଙ୍କୁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଲେଜର ସିନିୟର ଓ ଜୁନିୟର ଛାତ୍ରଙ୍କ ମଧ୍ୟରେ ବଚସା ଯୋଗୁ ଗଣ୍ଡଗୋଳର ସୂତ୍ରପାତ ହୋଇଥିବା ଜଣାପଡ଼ିଛି। ଏହି ସଂଘର୍ଷରେ ହଷ୍ଟେଲର ଭାସ୍କର ଭବନରେ ବ୍ୟାପକ ଭଙ୍ଗାରୁଜା  ହୋଇଛି। ଘଟଣାସ୍ଥଳରେ ପରଜଙ୍ଗ ଥାନା ପୁଲିସ୍‌ ଓ ସରାଙ୍ଗ […]

attack

attack

Jyoshna Pradhan
  • Published: Friday, 27 September 2019
  • Updated: 27 September 2019, 09:09 AM IST

Sports

Latest News

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ସରାଙ୍ଗସ୍ଥିତ ଆଇଜିଆଇଟି ଇଞ୍ଜିନିୟରିଂ କଲେଜରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗତକାଲି ବିଳମ୍ୱିତ ରାତିରେ ସଂଘର୍ଷ ଘଟିଛି। ଏଥିରେ ୫ ଜଣ ଛାତ୍ର ଆହତ ହୋଇଛନ୍ତି । ସମସ୍ତଙ୍କୁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

କଲେଜର ସିନିୟର ଓ ଜୁନିୟର ଛାତ୍ରଙ୍କ ମଧ୍ୟରେ ବଚସା ଯୋଗୁ ଗଣ୍ଡଗୋଳର ସୂତ୍ରପାତ ହୋଇଥିବା ଜଣାପଡ଼ିଛି। ଏହି ସଂଘର୍ଷରେ ହଷ୍ଟେଲର ଭାସ୍କର ଭବନରେ ବ୍ୟାପକ ଭଙ୍ଗାରୁଜା  ହୋଇଛି। ଘଟଣାସ୍ଥଳରେ ପରଜଙ୍ଗ ଥାନା ପୁଲିସ୍‌ ଓ ସରାଙ୍ଗ ଫାଣ୍ଡି ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos